ଆହତଙ୍କୁ ମେଡିକାଲ ନେଲେ ତହସିଲଦାର

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ରାସ୍ତାରେ ପଡିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ସେହି ରାସ୍ତାଦେଇ ଯାଉଥିବା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଦୁର୍ଘଟଣାଗ୍ରସ୍ତ ଗାଡିକୁ ରାସ୍ତାରୁ ହଟାଇ ଟ୍ରାଫିକ ନିୟନ୍ତ୍ରଣ କରିବା ସହ ନିଜ ଗାଡିରେ ଆହତଙ୍କୁ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରାଇଥିଲେ। ଆହତମାନେ ହେଲେ କବିସୂର୍ଯ୍ୟନଗରର ସୀମାଞ୍ଚଳ ଦାଶ ଓ ରାଇପୁରର ନୀଳାଞ୍ଚଳ ବେହେରା। ତହସିଲଦାରଙ୍କ ମାନବିକତାକୁ ଜନସାଧାରଣ ପ୍ରଶଂସା କରିଛନ୍ତି। ପୁରୁଷୋତ୍ତମପୁର ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି...

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର...

ଗଞ୍ଜାମ ଜିଲା: ନର୍ସିଂହୋମ ଗୁଡ଼ିକରେ ଅଗ୍ନି ନିରାପତ୍ତା ଫେଲ: ନୋଟିସ ଦିଆଯାଉଛି, କାର୍ଯ୍ୟାନୁଷ୍ଠାନ ଶୂନ

ବ୍ରହ୍ମପୁର ଅଫିସ,୧୩ା୭-ବ୍ରହ୍ମପୁର ମହାନଗର ନିଗମ ସମେତ ଜିଲାର ବିଭିନ୍ନ ସ୍ଥାନରେ ଏବେ ବହୁ ସଂଖ୍ୟାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଚାଲିଛି। ଘରୋଇ ହସ୍ପିଟାଲ ଓ...

ନିୟମ ଉଲ୍ଲଂଘନକାରୀଙ୍କୁ ଜଗିବ ସିସି କ୍ୟାମେରା

ଛତ୍ରପୁର,୨୬ା୯(ଡି.ଏନ.ଏ)-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ବସଷ୍ଟାଣ୍ଡ ଅକ୍ଟୋବର ୨ ତାରିଖଠାରୁ କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଆବଶ୍ୟକୀୟ ବୈଷୟିକ କାମ ସରିଛି। ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ...

ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ...

ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା

ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ...

ସମସ୍ୟା ବୁଝିଲେ ଜେଏମ୍‌ଏଫ୍‌ସି: ଦଳିତ ସାହିରେ ଜଳିବ ବିଜୁଳି

ଭୁବନ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗଡ଼ନୃସିଂହପ୍ରସାଦ ଗ୍ରାମର ଦଳିତ ସାହିରେ ଖୁବ୍‌ଶୀଘ୍ର ଜଳିବ ବିଜୁଳି। ବିଦ୍ୟୁତ୍‌ ସଂଯୋଗରୁ ବଞ୍ଚତ୍ତ ୩୫ ଦଳିତ ପରିବାରର ଭାଗ୍ୟ...

କମ୍ପାନୀ କର୍ମଚାରୀଙ୍କ କଲୋନୀରେ ସରକାରୀ ବାବୁ, ପୋଲିସ; ନାଲ୍‌କୋ ଉପରେ ଚାପ ଚର୍ଚ୍ଚା

ଅନୁଗୋଳ ଅଫିସ/ବଅଁରପାଳ, ୧।୭(ଡି.ଏନ.ଏ.)  କର୍ମଚାରୀଙ୍କ ପାଇଁ କଲୋନୀ ନିର୍ମାଣ କରିଛି ନାଲ୍‌କୋ। ହେଲେ ପ୍ରାୟ ଶତାଧିକ କ୍ୱାର୍ଟର୍ସରେ ରହୁଛନ୍ତି ସରକାରୀ ଅଧିକାରୀ ଓ ପୋଲିସ। ଭଡ଼ା ଦେଉଥିଲେ...

Advertisement
Archives

Model This Week