ଆହତ କୃଷ୍ଣସାର ଉଦ୍ଧାର, ବନବିଭାଗକୁ ହସ୍ତାନ୍ତର

ଜଗନ୍ନାଥପ୍ରସାଦ,୧୧ା୬(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ଭାବସର ଗ୍ରାମ ମୁଖ୍ୟରାସ୍ତା ଉପରେ ଗୁରବାର ସକାଳ ପ୍ରାୟ ୯ଟାରେ କୌଣସି ଏକ ଗାଡି ଧକ୍କାରେ ଆହତ ହୋଇ ଏକ କୃଷ୍ଣସାର ମୃଗ ପଡିଥିଲା। ଗ୍ରାମର କେତେଜଣ ଯୁବକ ଆହତ ମୃଗଟିକୁ ଉଦ୍ଧାର କରିଥିଲେ। ପରେ ପ୍ରାଣୀଧନ ବିଭାଗ କର୍ମଚାରୀଙ୍କୁ ଡକାଇ ଚିକିତ୍ସା କରିବା ସହ ଟଙ୍କା ସଂଗ୍ରହ କରି ଔଷଧ କିଣଥିଲେ। ମୃଗଟି ସୁସ୍ଥ ହେବା ପରେ ବନବିଭାଗକୁ ଖବର ଦେଇଥିଲେ। ବନକର୍ମଚାରୀ ପହଞ୍ଚତ୍ ମୃଗଟିକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିତ୍‌ଲି ପୁନରୁଦ୍ଧାର, ରୁରାଲ ହାଉସିଂ ଅଧାପନ୍ତରିଆ

ଛତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ)ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ କାର୍ଯ୍ୟାଳୟର ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ...

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ...

ଭୟାବହ ଅଗ୍ନିକାଣ୍ଡ: ୨୦ ମେଣ୍ଢା ଜୀବନ୍ତ ଦଗ୍ଧ

ଅନୁଗୋଳ ଅଫିସ୍‌/ବନ୍ତଳା,୧୧।୨(ଡି.ଏନ୍‌ଏ):ଅନୁଗୋଳ ଜିଲା ବନ୍ତଳା ଥାନା ସଙ୍ଖପୁର ପଞ୍ଚାୟତ ଖାଲଙ୍ଗାରେ ବୁଧବାର ମଧ୍ୟରାତ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ...

ନଭେମ୍ବର ୧୬ ଯାଏ ଘେରି ଉଚ୍ଛେଦ ସ୍ଥଗିତ

କେନ୍ଦ୍ରାପଡ଼ା ଅଫିସ, ୨୬ା୯: ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କାର୍ଯ୍ୟ ଜିଲା ପ୍ରଶାସନ ପକ୍ଷରୁ ତ୍ୱରାନ୍ବିତ କରାଯାଇଥିଲା ।  ତେବେ କେତେଜଣ ମାଲିକ...

ହତ୍ୟା ପଛରେ ଯୌତୁକ ଲୋଭ

ଛେଣ୍ଡିପଦା, ୩୧।୧(ସ୍ବ.ପ୍ର.) ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ରାଇଝରଣ ଗ୍ରାମ ଟାଙ୍ଗର ସାହିରେ ଶନିବାର ଘଟିଥିବା ମିଲି ସାହୁ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚିତ ହୋଇଛି।...

ଆଗରେ ପ୍ରଦୀପ କପୁର

କଟକ ଅଫିସ, ୧୨ା୧୧:ବର୍ତ୍ତମାନର ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଆସନ୍ତା ଡିସେମ୍ବର ୩୧ରେ ଅବସର ଗ୍ରହଣ କରୁଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ...

ଭଜନ, ସଂକୀର୍ତ୍ତନରେ ଝଙ୍କୃତ ହେବ ସିଂହଦ୍ୱାର ସମ୍ମୁଖ, ପ୍ରତି ରବିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଆଧ୍ୟାତ୍ମିକ ପରିକ୍ରମା

ପୁରୀ ଅଫିସ, ୨୧।୭ : ଶ୍ରୀମନ୍ଦିର କୋଟି କୋଟି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ପୀଠ। ବିଶ୍ୱନିୟନ୍ତାଙ୍କ ବିଜେସ୍ଥଳୀ। ସିନ୍ଦୂରା ଫାଟିଲେ ହଜାର ହଜାର ଶ୍ରଦ୍ଧାଳୁଙ୍କ...

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ...

Advertisement
Archives

Model This Week