Posted inଖେଳ

ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରିବାକୁ ମନାକଲେ ବୋଲର

ପର୍ଲ,୧୩।୧୨- ଚଳିତ ଏମ୍‌ଝାନ୍‌ସି ସୁପର ଲିଗ୍‌ରେ ଏପର୍ଯ୍ୟନ୍ତ ବହୁ ଆକ୍ସନ ହୋଇସାରିିଛି। ନେଲସନ ମଣ୍ଡେଲା ବେ ଜିଆଣ୍ଟସ ଓ ପର୍ଲ ରକ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ପେସର ଇସୁରୁ ଉଡାନା ପ୍ରତିପକ୍ଷ ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରିବାକୁ ମନାକରି କ୍ରୀଡ଼ାବିତ୍‌ ମନୋଭାବର ପରିଚୟ ଦେଇଛନ୍ତି। ବୋଲର ଉଡାନାଙ୍କ ସାମ୍ନାରେ ଥିଲେ ହେଇନୋ କୁନ୍‌। କୁନ୍‌ ବଡ଼ ଶଟ୍‌ ଖେଳିବାକୁ ଯାଇଥିଲେ, ମାତ୍ର ବଲ ସାଥୀ ବ୍ୟାଟ୍ସମ୍ୟାନ ମାର୍କୋ ମାରିସଙ୍କ ଦେହରେ ବାଜିଥିଲା। ଆହତ ହେବାରୁ ସେ କ୍ରିଜ୍‌ ମଧ୍ୟକୁ ଫେରିବା ଲାଗି ସଂଘର୍ଷ କରୁଥିଲେ। ବୋଲରଙ୍କ ଉଡାନାଙ୍କ ନିକଟରେ ବଲ ଓ ଯଥେଷ୍ଟ ସମୟ ଥିଲା। ହେଲେ ସେ ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରି ନ ଥିଲେ। ଉଲ୍ଲେଖଥାଉ କି, ୨୦୦୯ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିବା ପରେ ଇସୁରୁ ଶ୍ରୀଲଙ୍କା ଜାତୀୟ ଦଳରେ ନିୟମିତ ସ୍ଥାନ ପାଉଛନ୍ତି। ଏପର୍ଯ୍ୟନ୍ତ ୧୫ ଦିନିକିଆ ଓ ୨୭ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri