ଆହତ ସମ୍ବରକୁ ଚିକିତ୍ସା କରାଇଲା ବନ ବିଭାଗ

ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍‌ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର କରାଯାଇଛି । ଲୋକଙ୍କଠାରୁ ଖବର ପାଇ ରେଞ୍ଜର ଆଲୋକ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ କର୍ମଚାରୀମାନେ ସମ୍ବରକୁ ଉଦ୍ଧାର କରିଛନ୍ତି । ଧମା ରେଞ୍ଜ କାର୍ଯ୍ୟାଳୟକୁ ଏହି ସମ୍ବରଟିକୁ ଧରି କର୍ମଚାରୀ ପହଞ୍ଚିଥିଲେ। ଏହାପରେ ପାଣୀ ଧନ ଚିକିତ୍ସକଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏହି ସମ୍ବରଟିର ମୁହଁକୁ କୁରାଢ଼ିରେ ହଣା ଯାଇଥିବା ଦେଖିବାକୁ ମିଳିଛି। ଏଣୁ ଶିକାରୀ କବଳରୁ ସମ୍ବରଟି ଖସି ଆସିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି...

୩୦ ହଜାର ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା କୋଡିଂ ଶିକ୍ଷା

ନବରଙ୍ଗପୁର,୫।୬(ବି.ପ୍ର.): ନବରଙ୍ଗପୁର ଜିଲା ପ୍ରଶାସନ ସିଙ୍ଗାପୁରର କୋଡ୍‌ଭର୍‌ସିଟି.କ୍ଲବର ମିଳିତ ପ୍ରୟାସରେ ବିନା ମୂଲ୍ୟରେ ୩୦ ହଜାର ଛାତ୍ରୀଛାତ୍ରଙ୍କୁ ମିଳିବ ଗୁଣାତ୍ମକ କୋଡିଂ ଶିକ୍ଷା। ଜିଲାପାଳ କମଳ ଲୋଚନ...

ଅନ୍ୟ ରୋଗରେ କରୋନା ପଜିଟିଭ୍‌ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର

ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ...

ଭଙ୍ଗା ଘରେ ଚାଲିଛି ପାଠପଢ଼ା

ବାହାନଗା,୪ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତରେ ଥିବା ନେତାଜୀ ହାଇସ୍କୁଲର ଛାତ୍ରୀଛାତ୍ର ବିପଦସଙ୍କୁଳ ଭଙ୍ଗାଘରେ ଓ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ୧୯୯୪ରେ ପୂର୍ଣ୍ଣଚନ୍ଦ୍ର...

ଗଛରେ ପିଟିହେଲା ସହକାରୀ ଯନ୍ତ୍ରୀଙ୍କ ଗାଡ଼ି

ଝାରସୁଗୁଡ଼ା ଅଫିସ,୨।୩: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ପଞ୍ଚାୟତିରାଜ ବିଭାଗର ଜଣେ ସହକାରୀ ଯନ୍ତ୍ରୀଙ୍କ ଗାଡ଼ି (ଓଡି ୩୩ ଏନ୍‌...

କରୋନା ଆତଙ୍କ ବେଳେ ସ୍ବାମୀଙ୍କ ମୃତ୍ୟୁ ଆଣିଛି ଦୁଃଖ

ଲାଠୋର, ୨୦ା୪ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସୁଜାତା ମେହେର(୨୭)। ସ୍ବାମୀ ଦୁର୍ଯ୍ୟୋଧନ ମେହେର(୩୦), ଝିଅ ଗୀତା(୮)...

୭ବର୍ଷର କନ୍ୟାକୁ ନିର୍ଯାତନା

ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର...

ରେଙ୍ଗାଳି ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି

କଣିହାଁ,୨୨।୮ (ଡି.ଏନ.ଏ.): ବ୍ରାହ୍ମଣୀ ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳଭଣ୍ଡାର ସର୍ବୋଚ୍ଚ ଜଳଧାରଣ...

Advertisement
Archives

Model This Week