ଆହାର କେନ୍ଦ୍ରରେ ଖାଦ୍ୟ ନିଅଣ୍ଟ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଘେରିଲେ ଲୋକେ

ବରଗଡ଼ ଅଫିସ,୧୩।୧୧- ବରଗଡ଼ ସହରର ଆହାର କେନ୍ଦ୍ରରେ ବୁଧବାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୈାହାନ ମଧ୍ୟାହ୍ନ ଭୋଜନ କରିଥିଲେ। ତେବେ ବହୁ ସଂଖ୍ୟାରେ ଲୋକେ ମଧ୍ୟାହ୍ନ ଭୋଜନ ଅପେକ୍ଷାରେ ଥିବା ବେଳେ ଖାଦ୍ୟ ନିଅଣ୍ଟ ପଡ଼ିଥିଲା। ଫଳରେ ଏହାକୁ ଲୋକେ ସୁବାସଙ୍କ ଦୃଷ୍ଟିକୁ ଆଣିଥିଲେ। ସେହିଭଳି ନିଜେ ଚୌହାନ ମଧ୍ୟ ଉକ୍ତ ଆହାର କେନ୍ଦ୍ରର ଖାଦ୍ୟ ଠିକ୍‌ ନ ଥିବା ଏବଂ ଏହାକୁ ସରକାରଙ୍କ ଦୃଷ୍ଟିକୁ ଆଣିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୨ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ସୋମବାର ରାଜ୍ୟରେ ୧୯୯୩ କରୋନା ଆକ୍ରାନ୍ତ...

ପ୍ରଚାର ମଙ୍ଗ ଧରିଲେ ଛତ୍ରପୁର ବିଧାୟକ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଜେଡି ଚେୟାରମ୍ୟାନ ପ୍ରାର୍ଥିନୀ ଟି. ଲକ୍ଷ୍ମୀ ଓ ସମସ୍ତ କାଉନସିଲର ପ୍ରାର୍ଥୀ ଓ ପ୍ରାର୍ଥିନୀଙ୍କ ନିମନ୍ତେ ବିଜେଡି ପକ୍ଷରୁ...

ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ...

ବୋମା ବିସ୍ଫୋରଣରେ ଜଣେ ଆହତ: ଯୁବକ ଗିରଫ

ବନ୍ତ,୧୩।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅନ୍ତର୍ଗତ ଟିଲୋ ତାଳପଦା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଯୁବକଙ୍କ ବୋମା ବିସ୍ଫୋରଣରେ ଜଣେ ବ୍ୟକ୍ତି...

ଶହୀଦ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲିଗୁଡା,୯ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରର ଜଣେ ବିଏସ୍‌ଏଫ୍‌ ଯବାନ ପଶ୍ଚିମବଙ୍ଗର ଶାନ୍ତିନଗର ବାଲାଂଦେଶ ବର୍ଡରରେ କର୍ତ୍ତବ୍ୟରତ ସମୟରେ ସହୀଦ ହୋଇଛନ୍ତି। ସେ ହେଲେ ନୂଆସାହିର ବିଜୟ...

ଚାରାରୋପଣ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୫।୬(ଡି.ଏନ.ଏ.)-ବିଶ୍ୱ ପରିବେଶ ଦିବସରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର...

ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା...

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୫ (ବ୍ୟୁରୋ): ମେ ଶେଷ ହେଲା। ଖରାଦିନିଆ ଝାଞ୍ଜି ନାହିଁ କି ଦେହ ଜଳିପୋଡ଼ି ଗଲାଭଳି ତାତି ନାହିଁ। ପୂର୍ବାହ୍ନରେ ସାମାନ୍ୟ ଗରମ ହେଲେ ମଧ୍ୟ...

Advertisement
Archives

Model This Week