ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍‌ଡିସି

ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ଲକ୍ଷ୍ମୀ ଟକିଜ୍‌ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ପରେ ଜିଲା ସଦର ଡାକ୍ତରଖାନାରେ ଥିବା ଆହାର କେନ୍ଦ୍ରକୁ ଯାଇ ଖାଦ୍ୟ ଖାଇଥିଲେ। ଖାଦ୍ୟର ମାନ ଯାଞ୍ଚକରି ଅଧିକ ସଫାସୁତରା ଲାଗି ପରାମର୍ଶ ଦେଇଥିଲେ। ଏଥିରେ ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଲିଙ୍ଗରାଜ ପଣ୍ଡା, ଏନ୍‌ଫୋର୍ସମେଣ୍ଟ ଅଧିକାରୀ ଶୁଭଙ୍କର ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: ରଣଜୀ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି, ବିଧାୟକ କହିଲେ….

ବଲାଙ୍ଗୀର,୨୬।୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି ରଣଜୀ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି । ଏହା ବଲାଙ୍ଗୀର ଜିଲା ପାଇଁ…

ଏକାଠି ହେଲେ ୪ କ୍ୟାଡର ଅଧିକାରୀ, ୫ ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର

ଖୋର୍ଦ୍ଧା,୨୬।୧୦(ପ୍ରଭାତ ପାଣିଗ୍ରାହୀ): ଦରମାରେ ସଂଶୋଧନ, ପଦୋନ୍ନତିର ସୁଯୋଗ, କ୍ଷେତ୍ର ପରିଦର୍ଶନ ପାଇଁ ଯାତାୟାତ ସୁବିଧା ସମେତ ୫ଦଫା ଦାବି ନେଇ ନିଖିଳ ଓଡ଼ିଶା ବ୍ଲକ ସମ୍ପ୍ରସାରଣ ଅଧିକାରୀ…

ମାଝୀଗୁଡ଼ା ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୪ ଗିରଫ, ଜବତ ହେଲା…

​କଲ୍ୟାଣସିଂହପୁର, ୨୬।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ମାଝୀଗୁଡ଼ା ନିକଟରେ ଚାଲିଥିବା ଏକ ବେଆଇନ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବାବେବିରା ଗାଁରେ ଶୋକର ଛାୟା, ମଳୟଙ୍କ ପରିବାରକୁ ଭେଟିଲେ ଦୂତୀ ଚାନ୍ଦ

ଅତାବିରା,୨୬।୧୦(ଯୁଧିଷ୍ଠିର ମହାପାତ୍ର ): ଯେଉଁ ମାଟିରେ ଦିନେ ଖେଳି ଖେଳି ବଡ଼ ହେବାର ସ୍ୱପ୍ନ ଦେଖିଥିଲେ, ସେହି ମାଟି ଆଜି ତା’ର ସୁନାପୁଅକୁ ହରାଇ ସ୍ତବ୍ଧ ।…

୫୪ ବର୍ଷରେ ପହଞ୍ଚିଲା ବଡ଼ଗାଁ ଗଜଲକ୍ଷ୍ମୀ ପୂଜା

ବଡ଼ଗାଁ.୨୬।୧୦(ଅଶୋକ ଷଡ଼ଙ୍ଗୀ ) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଦେବ ମଣ୍ଡପସ୍ଥିତ ଲକ୍ଷ୍ମୀ ମଣ୍ଡପରେ ୫୪ ବର୍ଷ ହେଲା ଆନନ୍ଦ ଉଲ୍ଲାସରେ ହେଉଛି ମା’ ଗଜଲକ୍ଷ୍ମୀଙ୍କ ପୂଜା। ୧୯୭୨ରେ…

କୀର୍ତ୍ତନ କଲେ ବିରୁଷ୍କା: ଟ୍ରେଣ୍ଡ୍‌ରେ ୧୩ ସେକେଣ୍ଡର ଭିଡିଓ ସୋସିଆଲ, ଦେଖନ୍ତୁ VIDEO

ମୁମ୍ବାଇ,୨୬।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଚର୍ଚ୍ଚାରେ। ମୁମ୍ବାଇରେ ଆୟୋଜିତ କୃଷ୍ଣ ଦାସଙ୍କ…

ଟ୍ରୋଲ୍ କରୁଥିବା ଲୋକଙ୍କୁ ଉପଯୁକ୍ତ ଜବାବ ଦେଲେ ରଶ୍ମିକା, ବିଜୟଙ୍କ ସହ ସମ୍ପର୍କକୁ ନେଇ କହିଦେଲେ ଏମିତି କଥା

ନୂଆଦିଲ୍ଲୀ, ୨୬।୧୦: ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି । ‘କଫି ୱିଥ୍‌ କରନ ୯’ରେ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର! ମାତ୍ର ୪୫ ପଇସାରେ ମିଳିବ ୧୦ ଲକ୍ଷ ଟଙ୍କାର….

ନୂଆଦିଲ୍ଲୀ,୨୬ା୧୦: ଦୀପାବଳି ଓ ଛଟ୍‌ ପୂଜା ଭଳି ବଡ଼ ପର୍ବପର୍ବାଣୀ ସମୟରେ ରେଳ ଯାତ୍ରୀଙ୍କ ପାଇଁ ଆସିଛି ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଏଣିକି କେବଳ ଅନ୍‌ଲାଇନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?