ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଓ କେନ୍ଦୁଝର।


Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗିରଫ ହେଲେ ମା’-ପୁଅ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ରାଜଧାନୀସ୍ଥିିତ ଭରତପୁର କୋଲାଥିଆରୁ ସ୍ପେସାଲ ସ୍କ୍ବାଡ୍‌ ଟିମ୍‌ ଓ ଭରତପୁର ଥାନା ପୋଲିସ ଶୁକ୍ରବାର ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର...

ପୋଲିସ ଛାଡ଼ି ପଳାଇଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍‌ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର।...

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ...

ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର, ୭ା୯(ବ୍ୟୁରୋ): ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ...

ବ୍ରହ୍ମପୁର ଆଇଟିଆଇକୁ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ପ୍ରଶଂସାପତ୍ର

ବ୍ରହ୍ମପୁର ଅଫିସ,୮ା୭- କୋଭିଡ୍‌-୧୯ର ମୁକାବିଲା ନେଇ ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ନିର୍ମାଣ ପାଇଁ ବ୍ରହ୍ମପୁର ଆଇଟିଆଇକୁ ଭାରତ ସରକାରଙ୍କ ଦକ୍ଷତା ବିକାଶ ବିଭାଗ...

ବଢି ବଢି ଚାଲିଛି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨,...

ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା...

ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ...

Advertisement
Archives

Model This Week