ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲା ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏକକାଳୀନ ସାଏଙ୍କ ସମ୍ବଲପୁରର ରେଢ଼ାଖୋଲସ୍ଥିତ ଭଡ଼ାଘର ସମେତ ସୁନ୍ଦରଗଡ଼ ନିଜସ୍ବ ଘରେ ମଧ୍ୟ ଚଢ଼ାଉ ଜାରି ରହିଛି। ତେବେ ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ତୁମୁଳକାଣ୍ଡ: ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୩।୧୧-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଲେଶ୍ୱର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ

ବାସୁଦେବପୁର, ୩।୫: ପୂର୍ବତନ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ତଥା ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବିଧାୟକ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଛନ୍ତି।...

ରେଙ୍ଗାଲୀ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ: ଖୋଲିଲା ୮ ନମ୍ବର ଗେଟ୍‌

କଣିହାଁ,୧।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଲୀ ଡ୍ୟାମ୍‌ରୁ ମଙ୍ଗଳବାର ପୂର୍ବାହ୍ନରେ ତୃତୀୟଥର ପାଇଁ ବନ୍ୟାଜଳ ନିଷ୍କାସନ ହୋଇଛି। ଡ୍ୟାମ୍‌ର ବିପଦସଙ୍କେତ ୧୨୩.୫୦...

ଚାଲିଥିଲା ଜୁଆ ଆଡ୍ଡା, ପହଞ୍ଚିଗଲା ପୋଲିସ

ବୁଗୁଡ଼ା,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ ହୋଇଛି। ଏଥିରେ ପୋଲିସ...

ଆସନ୍ତା ୨ରେ କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି ।...

କାଜୁ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୂଷାଖୋରୀ ପଞ୍ଚାୟତ ଦକ୍ଷିଣ ପଶି କାଜୁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ...

ଡିଜେ ନାଇଟ୍‌ରେ ମସ୍‌ଗୁଲ ଯୁବପିଢ଼ି

ବ୍ରହ୍ମପୁର ଅଫିସ,୧ା୧:ଚଳିତ ବର୍ଷ କରୋନା ନିୟନ୍ତ୍ରଣରେ ଥିବା ଯୋଗୁ ରେଶମ ସହରବାସୀ ଉତ୍ସାହର ସହ ଶନିବାର ଜିରୋ ନାଇଟ ପାଳନ କରିଛନ୍ତି। ଏହି ଅବସରରେ ସହରବାସୀ...

କାଳୁଆ ମନ୍ଦିର ଜମିକୁ ନେଇ ଉତ୍ତେଜନା

ଆର.ଉଦୟଗିରି,୧୯।୩(ଡି.ଏନ୍‌.ଏ.): ଠାକୁରାଣୀ ମନ୍ଦିର ଜମିକୁ ଜଣେ ବ୍ୟକ୍ତି ଅକ୍ତିଆର କରିଛନ୍ତି। ତା ସହ ଜଙ୍ଗଲ ମଧ୍ୟ ସଫ କରୁଛନ୍ତି ା ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ବି...

Advertisement
Archives

Model This Week