Posted inଜାତୀୟ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ ଯାଦବଙ୍କ ସିବିଆଇ ପକ୍ଷରୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଉଭୟଙ୍କୁ କ୍ଲିନଚିଟ୍‌ ଦେଇଛି ସିବିଆଇ। କେସ୍‌ ରେଜିଷ୍ଟର ପାଇଁ ମୁଲାୟମ ଏବଂ ଅଖିଳେଶଙ୍କ ନାଁରେ କୌଣସି ପ୍ରମାଣ ନାହିଁ ବୋଲି ସିବିଆଇ ସୁପ୍ରିମକୋର୍ଟକୁ ଜଣାଇଦେଇଛି। ସୂଚନାଯୋଗ୍ୟ, ୨୦୦୭ରେ ମୁଲାୟମ ସିଂ ଯାଦବ ଏବଂ ଅଖିଳେଶ ଯାଦବଙ୍କ ନାଁରେ ଆସିଥିବା ଆୟରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗର ଯାଞ୍ଚ ପାଇଁ ସୁପ୍ରିମକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି...

ସମ୍ପୂର୍ଣ୍ଣ ସଜ୍ଜା କାଟି ସାରିଥିଲେ ବି ମୁକୁଳି ପାରୁ ନାହାନ୍ତି ୧,୦୩୧ କଏଦୀ

ନୂଆଦିଲ୍ଲୀ,୧୮ ।୯: ଦେଶର ବିଭିନ୍ନ ରାଜ୍ୟର ଜେଲ୍‌ରେ କଏଦୀ ଥିବା କେତେଜଣ କଏଦୀ ସେମାନଙ୍କର ସମ୍ପୂର୍ଣ୍ଣ ସଜ୍ଜା କାଟି ସାରିଥିଲେ ବି ଏପର୍ଯ୍ୟନ୍ତ ମୁକୁଳି ପାରୁ...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’:ଉପତ୍ୟକାରେ ସ୍ବାସ୍ଥ୍ୟସେବା ସଙ୍କଟ,ଭାରତର କଶ୍ମୀର ଦମନ ହସ୍ପିଟାଲଗୁଡ଼ିକୁ ଶ୍ମଶାନରେ ପରିଣତ କରିଦେଇଛି

ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଔଷଧ ନାହିଁ। କର୍ଫ୍ୟୁ ବଳବତ୍ତର ରହିଥିବାରୁ ଚିକିତ୍ସା ଲାଗି ସେମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ଲାଗି ଆମ୍ବୁଲାନ୍ସ ନାହିଁ। ଏଟିଏମ୍‌ଗୁଡ଼ିକ ବନ୍ଦ ଥିବାରୁ...

ଫାବ୍‌ଇଣ୍ଡିଆର ବିଜ୍ଞାପନକୁ ନେଇ ବିବାଦ

ନୂଆଦିଲ୍ଲୀ, ୧୮ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍‌ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ...

ଆଜିଠାରୁ ମିଳିବ କୋର୍ବେଭାକ୍ସ କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୧୧ା୮: ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କୋର୍ବେଭାକ୍ସ କୋଭିଡ୍‌ ଟିକା ଆଜିଠାରୁ ଟିକାକରଣ କେନ୍ଦ୍ରରେ ଉପଲବ୍ଧ ହେବ। ଘରୋଇ ଏବଂ ସରକାରୀ ଟିକାକରଣ କେନ୍ଦ୍ରଗୁଡ଼ିକରେ ମଧ୍ୟ...

ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…

ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ...

ପାରିବାରିକ ଉତ୍ସବରେ ଯୋଗ ଦେଇ ପାରିବେ କଏଦୀ, ହାଇକୋର୍ଟ…

ଚଣ୍ଡିଗଡ଼,୩୧।୧୦: ଦୋଷୀ ସାବ୍ୟସ୍ତ ହୋଇ ଜେଲରେ କାରାଦଣ୍ଡାଦେଶ ଭୋଗୁଥିବା କଏଦୀ ଗୁରୁତ୍ୱପୂର୍ଣ୍ଣ ପାରିବାରିକ ଉତ୍ସବରେ ଯୋଗ ଦେଇପାରିବେ। ସେମାନଙ୍କୁ ଏଥିରୁ ବଞ୍ଚିତ କରିହେବ ନାହିଁ ବୋଲି...

ନିର୍ବାଚନ ହାରିବା ପରେ ପ୍ରାର୍ଥୀ ରଖିଲେ ଧନ୍ୟବାଦ ସଭା: ପରେ ଯାହା ଘଟିଲା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଜୟପୁର, ୧୪।୧୦: ରାଜସ୍ଥାନର ଯୋଧପୁରରୁ ଏମିତି ଏକ ଖବର ସାମ୍ନାକୁ ଆସିଛି, ଯାହାକୁ ଶୁଣିବା ପରେ ବିଶ୍ୱାସ ମଧ୍ୟ କରିହେବ ନାହିଁ। ପିପାଡ ତହସିଲ ନାମକ...

Advertisement
Archives

Model This Week