ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌ କରି ଫିଲ୍ମକୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ଆୟୁଷ୍ମାନଙ୍କ ଛାତି କୁଣ୍ଡେମୋଟ ହୋଇଯାଇଥିବା ପ୍ରଶଂସକ କହୁଛନ୍ତି। ଏହି ଫିଲ୍ମ ୨୮ ତାରିଖରେ ରିଲିଜ୍‌ ହେଉଛି। ଫିଲ୍ମର ଷ୍ଟୋରୀ ଗେ ରୋମାନ୍ସ୍‌ ଉପରେ ପର୍ଯ୍ୟବେସିତ। ଏଥିରେ ଆୟୁଷ୍ମାନଙ୍କ ସହିତ ଜିତେନ୍ଦ୍ର କୁମାର, ନୀନା ଗୁପ୍ତା ଏବଂ ଗଜରାଜ ରାଓ ମୁଖ୍ୟ ଭୂମିକାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକଦା ଦୁହେଁ ଦୁହିଁଙ୍କ ଥିଲେ ଜୀବନ, ଏବେ ମାମୁଁ ଗୋବିନ୍ଦା-କୃଷ୍ଣାଙ୍କ ସମ୍ପର୍କରେ ଫାଟ; କାରଣ ଜାଣିଲେ..

ବମ୍ବେ: ଟେଲିପରଦାର ଲୋକପ୍ରିୟ କମେଡି ଶୋ’ ‘କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ନଜର ଆସିଥାନ୍ତି କୃଷ୍ଣା ଅଭିଷେକ। ସପନା ଭୂମିକାରେ କୃଷ୍ଣାଙ୍କ ଅଭିନୟ ଦର୍ଶକଙ୍କୁ ପସନ୍ଦ...

ଗଣିତ ପଢାଇବେ ବିଦ୍ୟା

ମୁମ୍ବାଇ: ବଲିଉଡ୍‌ର ଡାର୍ଟି ଗର୍ଲ ବିଦ୍ୟା ବଲାନ ଏବେ ଗଣିତ ପଢାଇବେ ବୋଲି ଜଣାପଡିଛି। ବଲିଉଡ୍‌ ବାୟୋପିକ ମୁଭି ‘ଶକୁନ୍ତଳା ଦେବୀ‘ରେ ନଜର ଆସିଥିବା ବିଦ୍ୟାଙ୍କର...

ଆମେରିକାରେ ଜାତୀୟ ଜରୁରୀ ସ୍ଥିତି

ଓ୍ବାଶିଂଟନ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ୫୪୦୦ ଟପିଥିବାବେଳେ ପାଖାପାଖି ଦେଢ଼ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଲେଣି। ଏହା ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ଆଣିବାକୁ ଯାଉଛି।...

ବିବାହ ପରେ ‘ଗୋପୀ ବୋହୂ’ଙ୍କ ମୁଦି ଖୋଜା ରୀତିନୀତି, ଏଥିରେ କିଏ ଜିତିଲେ ଜାଣନ୍ତୁ…

ଛୋଟପରଦାର ‘ଗୋପୀ ବୋହୂ’ ରିଲ୍‌ରୁ ରିଏଲରେ ମଧ୍ୟ ବୋହୂ ହୋଇ ଯାଇଛନ୍ତି। ଅର୍ଥାତ୍‌ ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଯ୍ୟ ୧୪ ଡିସେମ୍ବରରେ ତାଙ୍କ ଜିମ୍‌ ପ୍ରଶିକ୍ଷକ ଶାହାନଓ୍ବାଜ...

ଧୂଳିଝଡ଼ ନେଇ ହାହାକାର, ୪ ହଜାରରୁ ଅଧିକ ହସ୍ପିଟାଲରେ ଭର୍ତ୍ତି, ସ୍କୁଲ-କଲେଜ-ଅଫିସ ବନ୍ଦ…

ବାଗ୍‌ଦାଦ, ୧୮।୫ : ଇରାକରେ ଭୟଙ୍କର ଧୂଳିଝଡ଼ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ନିଶ୍ୱାସ ନେବାରେ ଅସୁବିଧା ହେବାରୁୁ ୪ ହଜାରରୁ ଅଧିକ...

ଅସୁସ୍ଥ ଅଛନ୍ତି ଇଲିଆନା

ମୁମ୍ବାଇ: ବଲିଉଡରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅଭିନେତ୍ରୀ ହସ୍ପିଟାଲରୁ ସାଲାଇନ ବେଳେ କିଛି...

ଆଉ ନାହାନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

କନ୍ନଡ଼ ଫିଲ୍ମ ଇଣ୍ଡଷ୍ଟ୍ରିର ଭେଟେରାନ ଅଭିନେତ୍ରୀ ପ୍ରତୀମା ଦେବୀଙ୍କର ୮୮ ବର୍ଷରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରତୀମା ଅଭିନୟ...

ପୁଣି ପରଦାକୁ ଫେରୁଛି ଏକତା କପୁରଙ୍କ ସୁପରହିଟ ସିରିଏଲ୍‌

ମୁମ୍ବାଇ: ଟିଭି ପରଦାରେ ପ୍ରସାରିତ ହେଉଥିବା ଏକତା କପୁରଙ୍କ ବେଶ୍‌ ଲୋକପ୍ରିୟ ଧାରାବାହିକ ‘କଁ୍ୟୁକି ଶାଶ କଭି ବୋହୁ ଥି’ ପୁଣି ଥରେ ପରଦାକୁ ଫେରୁଛି।...

Advertisement
Archives

Model This Week