Posted inଜାତୀୟ

ଆୟୋଜିତ ହେଲା ଇମ୍ରାନଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରା

ରାୟପୁର,୨୯।୮: ଛତିଶଗଡ଼ ରାୟପୁରରେ କେତେକ ଦଳ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବା ଅନୁଚ୍ଛେଦ ୩୭୦କୁ ନେଇ ଇମ୍ରାନ ଯେଉଁ ଅଳଙ୍କାରିକ ଶବ୍ଦ ପ୍ରୟୋଗ କରୁଛନ୍ତି ଓ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଛନ୍ତି ତାକୁ ନେଇ ଏମାନେ ଇମ୍ରାନଙ୍କ ପୁତ୍ତଳିକା ଦାହ କରିଥିବା ପ୍ରକାଶ। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏହାକୁ ନେଇ ପାକିସ୍ତାନ ଏକ ପ୍ରକାର ବିଳିବିଳାଉଛି କହିଲେ କିଛି ଭୁଲ୍‌ ହେବନାହିଁ। ଏଥିପାଇଁ ପାକିସ୍ତାନ ବିଭିନ୍ନ ଦେଶର ସହଯୋଗ ମାଗୁଥିବା ବେଳେ କେହି ତାକୁ ଏଥିରେ ସହଯୋଗ କରୁ ନ ଥିବାରୁ ଏବେ ସେ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇ ଯାଇଛି କହିଲେ ଚଳେ। ତେଣୁ ଇମ୍ରାନଙ୍କ ଏଭଳି ଆଚରଣ ଦେଖି ଲୋକେ ତାଙ୍କର ଅନ୍ତ୍ୟେଷ୍ଟି ଶୋଭାଯାତ୍ରା ବାହାର କରିବା ସହ ତାଙ୍କର ପୁତ୍ତଳିକାକୁ ହାଦ କରି ପାକିସ୍ତାନ ବିରୋଧୀ ଓ ଇମ୍ରାନ ବିରୋଧୀ ସ୍ଲୋଗାନ୍‌ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri