ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୦(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ପଞ୍ଚାୟତ କାର୍ଯ୍ୟାଳୟ(ଡିପିଓ)ରେ କାର୍ଯ୍ୟରତ ମୁଖ୍ୟ କିରାଣି ବେଣୁଧର ଛଞ୍ଚାଣଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉ ଏକ ସଙ୍ଗେ ୪ଟି ସ୍ଥାନରେ ଚାଲିଛି। ଏଥିମଧ୍ୟରେ ଜିଲା ଡିପିଓ କାର୍ଯ୍ୟାଳୟ,ଝାରସୁଗୁଡ଼ାସ୍ଥିତ ବଢେଇମୁଣ୍ଡା ଶାନ୍ତିନଗର ୩ ମହଲା ବାସଭବନ, କୁଲାବିରା ବ୍ଲକ୍‌ ଅଇଁତାପଡ଼ା ଗ୍ରାମ ପୈତୃକ ବାସଭବନ, ସମ୍ବଲପୁର ଶାସନ ଥାନା ଅଧୀନ ଗୋଡ଼େସିଂହା ଗ୍ରାମ ଶ୍ୱଶୁରଘର ବାସଭବନ ରହିଛି। ଏହି ଚଢ଼ାଉ ସମ୍ବଲପୁର ଭିଜିଲାନ୍ସ ଏସ୍‌ପି ରବୀନ୍ଦ୍ର କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଚାଲିଛି। ଏଥିରେ ଝାରସୁଗୁଡ଼ା,ସମ୍ବଲପୁର,ରାଉରକେଲା ଭିଜିଲାନ୍ସ ବିଭାଗୀୟ ଅଧିକାରୀମାନେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri