ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି ଭାରପ୍ରାପ୍ତ ସମ୍ପାଦକ

ନିମାପଡ଼ା, ୨୮।୧୦(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି)ର ଭାରପ୍ରାପ୍ତ ସମ୍ପାଦକ ବିଜୟ କୁମାର ସ୍ବାଇଁଙ୍କ କିଆକଣ୍ଟା ଗ୍ରାମସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଇ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାଇଁଙ୍କ ଘର ସମେତ ନିମାପଡ଼ା ସରକାରୀ କାର୍ଯ୍ୟାଳୟ, ଶ୍ୱଶୁର ଘର ଆଦି ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏହି ଚଢ଼ାଉବେଳେ ଭିଜିଲାନ୍ସ ଅଧିକାରୀମାନେ ୧୫ଟି ବ୍ୟାଙ୍କ ପାସ୍‌ ବୁକ୍‌, ଶହେ ଗ୍ରାମ୍‌ ସୁନାଗହଣା ଓ ୩ ବାଇକ ଜବତ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ତାଙ୍କ ବାସଭବନରେ ଚଢ଼ାଉ ଜାରି ରହିଥିଲା। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର ଡିଏସ୍‌ପି ସୁଶାନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଚଢ଼ାଉବେଳେ ଭାରପ୍ରାପ୍ତ ସମ୍ପାଦକ ସ୍ବାଇଁ ଛୁଟିରେ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଷ୍ଟାଣ୍ଡିଂ କମିଟି ସଭ୍ୟ ହେଲେ ବିଧାୟିକା

ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ...

ରାଜ୍ୟରେ ୨୦୮ ଆକ୍ଟିଭ୍‌ କେସ୍‌, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ

ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ...

ଧାନ, ବାଦାମ ସବ୍‌ସିଡି ହେରଫେର

ଘସିପୁରା,୬।୨(ଡି.ଏନ.ଏ.)-ଘସିପୁରା ବ୍ଲକ ଦେଉଗାଁ ପଞ୍ଚାୟତ ଅନ୍ତର୍ଗତ କୋଚିଆନେଣ୍ଡି ଗ୍ରାମର ଚାଷୀଙ୍କ ନାମରେ ଧାନ ଓ ବାଦାମ ଚାଷ ବାବଦକୁ ଆସିଥିବା ସବ୍‌ସିଡି ଅର୍ଥ ବାଟ ମାରଣା...

ବରଯାତ୍ରୀ ଗାଡ଼ିି ଓଲଟି ୨୭ ଆହତ

ବେତନଟୀ,୩୧ା୫(ଡି.ଏନ.ଏ))-ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ତାରାକୋଠି ଛକ ନିକଟରେ ଗୁରୁବାର ରାତି ସାଢେ ୧୧ଟାରେ ଏକ ବରଯାତ୍ରୀ ବୋଝେଇ...

ଭଙ୍ଗା କୁଡ଼ିଆରେ ବିତୁଛି ଦିନ

ଖପ୍ରାଖୋଲ, ୧୩ା୭(ଡି.ଏନ.ଏ.)   ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଜଲିଆବାହାଲ ଗାଁର କୃଷ୍ଣ ଦାସ( ୭୫)। ଗାଁମୁଣ୍ଡରେ ଭଙ୍ଗା ଦଦରା ଘରେ ସ୍ତ୍ରୀ...

ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଆସିକା,୧୨ା୪(ଡି.ଏନ୍‌.ଏ.): କରୋନା ରୋକିବା ପାଇଁ ଜନସାଧାରଣ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଶନିବାର ଆସିକା ଏନଏସି ଅଞ୍ଚଳରେ ତହସିଲଦାର ସଦାନନ୍ଦ ସେଠୀ, ଏନଏସି...

ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ...

Advertisement
Archives

Model This Week