Posted inଖେଳ

ଇଂଲଣ୍ଡର ପ୍ରଥମ ମ୍ୟାଚ୍‌ରେ ଖେଳିବେ ଉଡ୍‌

ଲଣ୍ଡନ,୨୭।୫(ଏଏଫ୍‌ପି)- ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ ଲାଗି ଦ୍ରୁତ ବୋଲର ମାର୍କ ଉଡ୍‌ ଉପଲବ୍ଧ ରହିବେ। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ ଖେଳିବା ତାଙ୍କୁ ଫିଟ୍‌ ଘୋଷିଣା କରାଯାଇଛି। ଅଷ୍ଟ୍ରେଲିଆ ବିପକ୍ଷରେ ସାଉଥାମ୍ପଟନଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଡରହାମ ପେସରଙ୍କ ଗୋଡ଼ରେ ଆଘାତ ଲାଗିଥିଲା। ଫଳରେ ଇଂଲଣ୍ଡର ପ୍ରଥମ ମ୍ୟାଚ୍‌ରେ ତାଙ୍କ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ସର୍ବଦା ଆହତ ସମସ୍ୟା ଦ୍ୱାରା ଘେରି ହୋଇ ରହିଥିବା ୨୯ ବର୍ଷୀୟ ବୋଲର ଗୁରୁବାର ଗୋଇଠି ଯନ୍ତ୍ରଣା ମୁକ୍ତ ଘୋଷିତ ହୋଇଥିଲେ। ସେ ଫିଟ୍‌ ଘୋଷିତ ହୋଇସାରିଥିଲେ ମଧ୍ୟ ତାଙ୍କୁ ଆଫଗାନିସ୍ତାନ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ବୋଲିଂ କରିବାକୁ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri