Posted inଖେଳ

ଇଂଲଣ୍ଡ ଅଧିନାୟକ ମୋର୍ଗାନଙ୍କ ରେକର୍ଡ: ଗୋଟିଏ ଇନିଂସରେ ମାରିଲେ ୧୭ ଛକା

ମାଞ୍ଚେଷ୍ଟର, ୧୮।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି ବଲର ସମ୍ମୁଖୀନ ହୋଇ ସେ ୧୪୮ ରନର ଶତକୀୟ ପାଳି ଖେଳି ଗୁଲବଦିନ ନାଇବଙ୍କ ବଲ୍‌ରେ ରହମତ ସାହାଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ଦିନିକିଆରେ ସର୍ବାଧିକ ଛକା ମାରିବାରେ ସେ ଭାରତୀୟ ଅଧିନାୟକ ରୋହିତ ଶର୍ମା, ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ ଓ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସଙ୍କୁ ପଛରେ ପକାଇଛନ୍ତି। ୨୦୧୩ରେ ରୋହିତ ଅଷ୍ଟ୍ରେଲିଆ ବିପକ୍ଷରେ ୧୬ଟି ଛକା ମାରିଥିଲେ। ସେହିପରି ଗେଲ ଓ ଡିଭିଲର୍ସ ମଧ୍ୟ ଗୋଟିଏ ଇନିଂସରେ ୧୬ଟି ଛକା ମାରିଥିଲେ। ମୋର୍ଗାନଙ୍କ ଏହି ଧୂଆଁଧାର ଇନିଂସ ବଲରେ ଇଂଲଣ୍ଡ ଆଫଗାନିସ୍ତାନ ବିପକ୍ଷରେ ୬ ଉଇକେଟ ହରାଇ ୩୯୭ ରନର ବୃହତ୍‌ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri