Posted inଖେଳ

ଇଂଲିଶରେ ତ୍ରୁଟିପୂର୍ଣ୍ଣ ପୋଷ୍ଟ ପାଇଁ ସମାଲୋଚିତ ହେଲେ ପାକିସ୍ତାନ କ୍ରିକେଟର

କରାଚୀ,୨୦।୨- ପାକିସ୍ତାନ ଉଇକେଟକିପର ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କୁ ଇଂଲିଶରେ ଭୁଲ କ୍ୟାପଶନ ପାଇଁ ସୋସିଆଲ ମିଡିଆରେ ପ୍ରବଳ ସମାଲୋଚନାର ଶୀକାର ହେବାକୁ ପଡ଼ିଛି। ସେ ପୂର୍ବତନ ପାକିସ୍ତାନ ଅଲରାଉଣ୍ଡର ଅବଦୁଲ ରଜାକଙ୍କ ସହ ଏକ ଫଟୋ ଟୁଇଟ୍‌ କରିଥିଲେ। ଏହାର କ୍ୟାପଶନରେ ଲେଖିଥିଲେ ‘ମଦର ଫ୍ରମ ଆନାଦର ବ୍ରଦର’। କିନ୍ତୁ ତାଙ୍କୁ ଲେଖିବାର ଥିଲା ‘ବ୍ରଦର ଫ୍ରମ ଆନାଦର ମଦର’। ଏଭଳି ତ୍ରୁଟି ଯୋଗୁ ସୋସିଆଲ ମିଡିଆରେ ତାଙ୍କ ପୋଷ୍ଟ ଭାଇରାଲ ହୋଇଯାଇଛି। ପ୍ରବଳ ସମାଲୋଚନା ଯୋଗୁ ଉମର ଟୁଇଟର ପୋଷ୍ଟକୁ ଡିଲିଟ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪ ପ୍ରସିଦ୍ଧ କ୍ରିକେଟରଙ୍କ ଭବିଷ୍ୟବାଣୀ: ପ୍ଲେ-ଅଫ୍‌ରେ ପହଞ୍ଚି ପାରିବ ନାହିଁ ଚେନ୍ନାଇ

ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜନରେ ଚେନ୍ନାଇ ସୁପରକିଙ୍ଗ୍ସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଦଳ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ପ୍ଲେ ଅଫ...

ବାସନ୍ଦ ସତ୍ତ୍ୱେ ଶାହରୁଖ ଖାନ୍‌ଙ୍କ କେକେଆର୍‌ ଦଳରେ କାହିଁକି ଯୋଗ ଦେବେ ପ୍ରବୀଣ ତାମ୍ବେ; ଜାଣନ୍ତୁ…

ନୂଆଦିଲ୍ଲୀ, ୧୩।୯: ବଲିଉଡ୍‌ ସୁପର୍‌ ଷ୍ଟାର୍‌ ଶାହରୁଖ ଖାନ୍‌ଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ ଦଳୀୟ ଶିବିରରେ ସାମିଲ ହେବେ ଭେଟେରାନ୍‌ ଲେଗ୍‌-ସ୍ପିନର ପ୍ରବୀଣ...

ଖେଳାଳିଙ୍କୁ ବକେୟା ପାଉଣା ଦେଲା ମୋହନବାଗାନ

କୋଲକାତା, ୮ା୭ (ପି.ଟି.)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଦଳ ଏଟିକେ ସହିତ ବିଧିବଦ୍ଧ ମିଶ୍ରଣର ୩ ଦିନ ପୂର୍ବରୁ ସହରର ଅନ୍ୟତମ ଶକ୍ତିଶାଳୀ ଫୁଟ୍‌ବଲ କ୍ଲବ...

ବିସିସିଆଇକୁ ଦିଲୀପ ଭେଙ୍ଗସରକରଙ୍କ ପରାମର୍ଶ

ମୁମ୍ବାଇ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ ଟେଷ୍ଟରେ ଭାରାତୀୟ ଦଳ ମାତ୍ର ୩୬ ରନ୍‌ରେ ଅଲଆଉଟ୍‌ ହେବା ପରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଏକ ପରାମର୍ଶ...

ହକି ବିଶ୍ୱକପ୍‌କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି...

ଏସବୁ ସୁନ୍ଦରୀ କ୍ରିକେଟର: ପଡ଼ିଆରେ ମାରନ୍ତି ଚଉକା ଛକା

ଓ୍ବାଶିଂଟନ,୨୬।୧୨: ଦୁନିଆର ମହିଳା କ୍ରିକେଟ ଦଳରେ ଥିବା କେତେକ ସୁନ୍ଦରୀ କ୍ରିକେଟର ଦେଖିବାକୁ ଯେମିତି ଖେଳ ପଡ଼ିଆରେ ତାଙ୍କର ଯାଦୁ ମଧ୍ୟ ସେମିତି। ସେମାନେ ପଡ଼ିଆକୁ...

ମ୍ୟାଚ୍‌ ଚାଲିଥିବାବେଳେ ହସ୍ପିଟାଲ୍‌ ଗଲେ ଏହି ଖେଳାଳି

ସିଡନୀ,୨୯।୧୧: ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଓପନର୍‌ ଡେଭିଡ ଓ୍ବାର୍ନର ଆହତ ହୋଇଛନ୍ତି। ତାଙ୍କ ମାଂଶପେଶୀରେ ଯନ୍ତ୍ରଣା ଯୋଗୁ ମ୍ୟାଚ୍‌ ଚାଲିଥିବା ବେଳେ...

କ୍ୟାନସର୍‌ ଆଶଙ୍କା କମ କରେ ଏହି ପରିବା

ବ୍ରୋକଲି ଏକ ଲୋକପ୍ରିୟ ପରିବା ହୋଇ ନ ଥିଲେ ମଧ୍ୟ ଶୀତଦିନେ ଏହା ବହୁଳ ମାତ୍ରାରେ ମିଳିଥାଏ। ବ୍ରୋକଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ...

Advertisement
Archives

Model This Week