ଇଏମ୍‌ସିଏଲ୍‌+ ସ୍କଲାରଶିପ୍‌ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା

ଭୁବନେଶ୍ୱର,୨୬।୫(ବ୍ୟୁରୋ)-  ୟୁନିଭର୍ସିଟି ଅଫ୍‌ ଗ୍ରନିଙ୍ଗ୍‌ଜେନ୍‌ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍‌ ମାଷ୍ଟର୍ସ ଇନ୍‌ କ୍ଲିନିକାଲ୍‌ ଲିଙ୍ଗୁଇଷ୍ଟିକ୍‌(ଇଏମ୍‌ସିଏଲ୍‌+) ପ୍ରୋଗ୍ରାମ ସ୍କଲାରଶିପ୍‌ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍‌ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍‌ ପାଇବା ଏକ କଷ୍ଟକର ବ୍ୟାପାର ହୋଇଥିବା ବେଳେ ସ୍ବସ୍ତିକା ଏହି ସଫଳତା ହାସଲ କରିଛନ୍ତି। ୟୁରୋପିଆନ୍‌ ଏଜୁକେଶନ, ଅଡିଓଭିଜୁଆଲ ଆଣ୍ଡ କଲ୍‌ଚର ଏକ୍‌ଜିକ୍ୟୁଟିଭ୍‌ ଏଜେନ୍ସି ଦ୍ୱାରା ତାଙ୍କ ନାମକୁ ସୁପାରିସ କରାଯାଇଛି। ଏରାସମସ୍‌ ମଣ୍ଡସ୍‌ ସ୍କଲାରଶିପ୍‌ ଗ୍ରାଣ୍ଟ୍‌ଭାବେ ସେ ଦୁଇବର୍ଷ ପାଇଁ ୩୫ରୁ ୩୮ଲକ୍ଷ ଟଙ୍କାର ଅନୁଦାନ ପାଇବେ। ଏହି ଅବସରରେ ସେ ୪ ପର୍ଯ୍ୟାୟରେ ଫିନ୍‌ଲାଣ୍ଡ, ନେଦରଲ୍ୟାଣ୍ଡ୍‌ସ, ଜର୍ମାନୀରେ ଅଧ୍ୟୟନ କରିବାର ସୁଯୋଗ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ପ୍ରଥମ ବ୍ଲାକ୍‌ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ

କଟକ ଅଫିସ, ୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ପ୍ରଥମ ପୋଷ୍ଟ ବ୍ଲାକ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ ହୋଇଛି।...

ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ଲୋକାର୍ପିତ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର କସମୋପଲୀ ଅଞ୍ଚଳରେ ବିଏମସି ପକ୍ଷରୁ ଏହା...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ‘ଆମ ଜନତା ଅଧିକାର’ର ସମୂହ ଦୀପଦାନ, ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ,୧୩।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ଯୋଗୁ...

କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ...

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ...

୨୫ ଜିଲାରେ ଏକ ସମୟରେ ଦେଶାତ୍ମବୋଧକ ସଙ୍ଗୀତ ଗାନ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ଅନନ୍ୟ ଓ ଅଭିନବ କବିତା ପାଠୋତ୍ସବର ଆୟୋଜନ କରାଯାଇଛି। ସୋମବାର...

ମେଡିକାଲ କଲେଜରେ ପରିଣତ ପାଇଁ ଦାବି

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଉରକେଲା ଇସ୍ପାତ ଜେନେରାଲ (ଆଇଜିଏଚ୍‌) ହସ୍ପିଟାଲକୁ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ବିକଶିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୧୫ ବର୍ଷ ପୁରୁଣା ଯାନକୁ ମିଳିବ ୪ ମାସିଆ ପର୍‌ମିଟ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ୨୦୨୩ ଏପ୍ରିଲ ପହିଲାରୁ ୧୫ ବର୍ଷ ପୂରଣ କରିଥିବା ବ୍ୟବସାୟିକ ବଡ଼ ଯାନବାହନକୁ ଆଉ ନବୀକରଣ ପାଇଁ ଅନୁମତି ମିଳିବ ନାହିଁ। ସେହି ଯାନଗୁଡ଼ିକୁ...

Advertisement
Archives

Model This Week