ଇକୋ ଟୁରିଜମ ଅଞ୍ଚଳ ପାଇଁ ଜାରି ହେଲା ଗାଇଡ୍‌ ଲାଇନ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ଭୂତାଣୁ ଜନିତ ରୋଗକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ଉକୋ ଟୁରିଜମ ପାଇଁ ଶୁକ୍ରବାର ଏକ ଗାଇଡ ଲାଇନ ଜାରି କରିଛି। ଗଣମାଧ୍ୟମକୁ ସୂଚନା ଦେଇ ଚିଫ୍‌ ଓ୍ବାଇଲଡ ଲାଇଫ ହରି ଶଙ୍କର ଉପାଧ୍ୟାୟ କହିଛନ୍ତି ଯେ ପ୍ରତ୍ୟକ ବନ ଅଧିକାରୀ ଓ କର୍ମଚାରୀଙ୍କୁ ଉକୋ ଟୁରିଜମକୁ ଆସିଥିବା ଓ ସେଠାରେ ରାତ୍ରୀ ଯାପନ କରିଥିବା ପର୍ଯ୍ୟଟକମାନଙ୍କର ସମସ୍ତ ଭ୍ରମଣ ତଥ୍ୟ ରଖିବାକୁ କୁହାଯାଇଛି। ଏହାଛଡା ଇକୋ ଟୁରିଜମ ଗ୍ରାମ ଗୁଡିକରେ ସ୍ବାସ୍ଥ୍ୟକର ପରିବେଶ ପ୍ରତି ଯତ୍ନବାନ ହେବାକୁ କୁହାଯାଇଛି। ସେଠାରେ ମେଡିକାଲ କ୍ୟାମ୍ପ କରି ପର୍ଯ୍ୟଟକମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଯେଉଁମାନଙ୍କର କାଶ କିମ୍ବା ଛିଙ୍କ ହେଉଥିବ ସେମାନଙ୍କୁ ତୁରନ୍ତ ହସ୍ପିଟାଲକୁ ନେବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri