ଇଟାଲିରେ ଏପ୍ରିଲ୍‌ ୩ରୁ ହଟିପାରେ ଲକ୍‌ଡାଉନ୍‌: ମୃତ୍ୟୁ ସଂଖ୍ୟା ଟପିଲା ୧୦ ହଜାର;୯୨,୪୭୨ ସଂକ୍ରମିତ

ରୋମ,୨୯।୩: ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ସରକାର ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌କୁ ଏପ୍ରିଲ୍‌ ୩ରେ ହଟାଇବାର ଆଶା ରହିଛି। ଏଠାରେ ମାର୍ଚ୍ଚ ୯ଠାରୁ ଲକ୍‌ଡାଉନ୍‌ ଜାରି ହୋଇଥିଲା। ଶନିବାର ଏଠାରେ ୮୮୯ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଦେଶରେ ୯୨,୪୭୨ ଜଣ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସାଢ଼େ ୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ ରହିବାକୁ ବାଧ୍ୟ ହୋଇଛନ୍ତି। ରବିବାର ମଧ୍ୟ ସ୍ଥିତିରେ ସୁଧାର ଆସିନି। ତେଣୁ ହୁଏତ ପ୍ରଧାନମନ୍ତ୍ରୀ ଗ୍ୟୁସେପ୍‌ କାଣ୍ଟେ ଲକ୍‌ଡାଉନ୍‌ ସମୟ ସୀମାକୁ ବଢ଼ାଇ ପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଟ୍ରମ୍ପ୍‌ଙ୍କ ସେଲ୍ଫି ନେଇଥିବା ଏହି ବାଳକ ଜଣଙ୍କ କିଏ ଜାଣନ୍ତି କି

ହ୍ୟୁଷ୍ଟନ୍‌,୨୩।୯: ଆମେରିକାର ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। ଉଭୟଙ୍କ...

କୋଭିଡ୍‌ ହସ୍ପିଟାଲରେ ଡାକ୍ତର ଆନ୍ଦୋଳନ

ନୂଆଦିଲ୍ଲୀ, ୧୨।୧୦: ମହାମାରୀ କରୋନା କାଳରେ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ନର୍ସ (କୋଭିଡ୍‌ ଯୋଦ୍ଧା)ଙ୍କୁ ଦିଲ୍ଲୀ ସରକାରଙ୍କ ହତାଦର ଏବେ...

‘ଖାଉଟି ସାମଗ୍ରୀର ଅଭାବ ନାହିଁ’

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ...

କାବୁଲରେ ମସଜିଦ, ମିନି ବସରେ ୪ ବିସ୍ଫୋରଣ: ୧୬ ମୃତ

କାବୁଲ,୨୬ ।୫: ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୁଧବାର ଏକ ମସଜିଦ ଓ ଉତ୍ତର ସହର ମଜାର-ଏ-ଶରିଫରେ ୩ ମିନି ବସରେ ହୋଇଥିବା ବିସ୍ଫୋରଣରେ ୧୬ ଜଣଙ୍କ...

ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩...

କାବୁଲରୁ ୧୬୦ ଅଷ୍ଟ୍ରେଲୀୟ-ଆଫଗାନିସ୍ତାନ ନାଗରିକଙ୍କୁ ସ୍ଥାନାନ୍ତର

କାନବେରା,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା ପରଠାରୁ ଅନ୍ୟ ଦେଶଗୁଡ଼ିକ ସେମାନଙ୍କର ନାଗରିକ ଏବଂ ଦୂତାବାସର ଅଧିକାରୀମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବା ଆରମ୍ଭ କରି ଦେଇଛନ୍ତି। ତୃତୀୟ...

‘ଲୋକଙ୍କୁ କାମ ଯୋଗାଇବାକୁ ଯୋଜନା କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ଲୋକମାନେ ଘରେ ବସି ରହିଛନ୍ତି। ଏଭଳିସ୍ଥିତିରେ ଲୋକମାନଙ୍କୁ ଯେପରି ଅଧିକରୁ ଅଧିକ କାମ ଯୋଗାଇ ଦିଆଯାଇପାରିବ...

ଆଜି ଚିହ୍ନଟ ୧୪ ପଜିଟିଭ୍‌ ମଧ୍ୟରୁ ୧୩ ସୁରଟ ଫେରନ୍ତା, ଜଣେ ପୂର୍ବ ଆକ୍ରାନ୍ତଙ୍କ ଦ୍ୱାରା ସଂକ୍ରମିତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ସୋମବାର ସକାଳେ ଚିହ୍ନଟ ହୋଇଥିବା ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଗଞ୍ଜାମର ୧୨, ସୁନ୍ଦରଗଡ଼ର ଜଣେ ଏବଂ କେନ୍ଦ୍ରାପଡ଼ାର ଜଣେ ବୋଲି ରାଜ୍ୟ...

Advertisement
Archives

Model This Week