ଇଟାଲିରେ ବୃଦ୍ଧି ପାଉଛି କରୋନା ଭାଇରସ ମୃତ୍ୟୁସଂଖ୍ୟା

ରୋମ,୧୧।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୧୦୦ ଦେଶକୁ ବ୍ୟାପିଗଲାଣି। ଏଥିମଧ୍ୟରୁ ଇଟାଲିରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଥିବାରୁ ଏବେ କରୋନା ତା’ର ଠିକଣା ଇଟାଲି କରିଦେଇଛି ବୋଲି କୁହାଯାଉଛି। ମଙ୍ଗଳବାର ସୁଦ୍ଧା ଇଟାଲିରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ୬୩୧ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲାଣି ୮,୫୧୪। ଏମାନଙ୍କ ମଧ୍ୟରୁ ୧,୦୦୪ଜଣ ସୁସ୍ଥ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ୫୦-୯୦ ବୟସର ବ୍ୟକ୍ତିଥିବା ସୂଚନା ମିଳିଛି। ଏହାକୁ ଦୃଷ୍ଟିରେ ରଖି ଇଟାଲିର ସମସ୍ତ ଶିକ୍ଷାନୁଷ୍ଠାନ, ସିନେମା ହଲ୍‌, ଥିଏଟର, ନାଇଟ୍‌ କ୍ଲବକୁ ବନ୍ଦ କରାଯିବା ସହ ଅନେକ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଏହାପରେ ଦକ୍ଷିଣ କୋରିଆ ଓ ଇରାନରେ ମଧ୍ୟ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri