ଇଟାଲୀରେ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି

ରୋମ,୧୧।୪: ଇଟାଲୀରେ କରୋନା ଭାଇରସ୍‌ ବେଲଗାମ୍‌ ହୋଇପଡ଼ିଛି। ଦିନକୁ ଦିନ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇଟାଲୀରେ ଏପର୍ଯ୍ୟନ୍ତ କରୋନାରେ ମୃତ୍ୟୁ ସଂଖ୍ୟା ୧୮,୮୪୯ ଟିପିଛି। ଯାହା ଅନ୍ୟ ଦେଶ ତୁଳନାରେ ସର୍ବାଧିକ। ଫଳରେ ଏହାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ୟୁସେପେ କୋନ୍ତେ ଦେଶରେ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିଥିବା ଜଣାପଡ଼ିଛି। ଗତ କିଛି ଦିନରୁ ବ୍ୟବସାୟୀମାନେ ଦେଶରୁ ଲକ୍‌ଡାଉନ୍‌ ହଟାଇବା ପାଇଁ ଏକ ଚିଠି ଲେଖି ପ୍ରଧାନମନ୍ତ୍ରୀଙ୍କ ଉପରେ ଚାପ ପକାଇଥିଲେ। ଯଦି ଏହି ବନ୍ଦ ଜାରି ରହେ ତେବେ କମ୍ପାନୀଗୁଡ଼ିକ ଦରମା ଦେବାକୁ ଅସମର୍ଥ ରହିବେ ବୋଲି ଉକ୍ତ ପତ୍ରରେ ଉଲ୍ଲେଖ କରିଥିଲେ। କିନ୍ତୁ ଗ୍ୟୁସେପେ ତାଙ୍କ ସମ୍ମୁଖରେ ମୁଣ୍ଡ ନ ନୁଆଁଇ ଦେଶର ହିତ ସକାଶେ ଏହି ଲକ୍‌ଡାଉନ୍‌ର ଅବଧିକୁ ମେ’ ୩ ଯାଏ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାଗୋ ପରେଡ୍‌ରେ ଗୁଳିକାଣ୍ଡ: ଶୁଟରଙ୍କୁ ଗିରଫ କଲା ପୋଲିସ

ଓ୍ବାଶିଂଟନ,୫।୭: ଆମେରିକା ସ୍ବାଧୀନତା ଦିବସ ଅବସରରେ ଶିକାଗୋର ହାଇଲାଣ୍ଡ ପାର୍କରେ ଚାଲିଥିବା ପରେଡ୍‌ରେ ଗୁଳିକାଣ୍ଡ ଘଟାଇଥିବା ଶୁଟରଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ...

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର...

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ...

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ...

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ନର୍ସଙ୍କୁ ମିଳିବ ଅଧିକ ଗୋଟିଏ ମାସର ଦରମା

ଚେନ୍ନାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱର ଚିନ୍ତାକୁ ବଢାଇ ଦେଇଥିବା ବେଳେ ଭାରତରେ ମଧ୍ୟ ଏହା ଲୋକଙ୍କୁ ଭୟଭୀତ କରାଇଛି। ଦିନକୁ ଦିନ ଦେଶରେ କରୋନା...

ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’

ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର...

ନିର୍ଦ୍ଦୋଷ ଥାଇ ୨୩ ବର୍ଷ ଜେଲ୍‌ରେ ରହିଲେ ଏହି ବ୍ୟକ୍ତି, ଏବେ ସରକାର ଗଣିବେ…

ଓ୍ବାଶିଂଟନ,୪।୩: ଆମେରିକାର ଜଣେ ବ୍ୟକ୍ତି ନିର୍ଦ୍ଦୋଷ ହୋଇ ବି ୨୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ରେ ସଜା କାଟିଲେ। ଏବେ ତାଙ୍କୁ ନ୍ୟାୟ ମିଳିଛି। କୋର୍ଟଙ୍କ କହିବା...

ଇସ୍ତଫା ଦେଲେ ସୁନକଙ୍କ କ୍ୟାବିନେଟ ମନ୍ତ୍ରୀ…

ଲଣ୍ଡନ,୯।୧୧ : ବ୍ରିଟେନରେ ଋଷି ସୁନକ ପ୍ରଧାନମନ୍ତ୍ରୀ ହେବାର ଏକ ମାସ ବି ହୋଇ ନାହିଁ। ଇତି ମଧ୍ୟରେ ତାଙ୍କ କ୍ୟାବିନେଟରୁ ଇସ୍ତଫା ପ୍ରକ୍ରିୟା ଆରମ୍ଭ...

Advertisement
Archives

Model This Week