Posted inଫୁରସତ

ଇଟାଲୀ ବୁଲିବାକୁ ଯାଉଥିଲେ ଭୁଲରେ କରନ୍ତୁନି ଏହି କାମ, ନଚେତ୍‌ ହୋଇଯିବ ଜେଲ୍‌

ଏମିତି କିଛି ଦେଶ ଅଛି, ଯେଉଁଠି ଭିନ୍ନ ଭିନ୍ନ କଟକଣା ରହିଛି। ସେସବୁ ସ୍ଥାନ ବୁଲିବା ପାଇଁ ଯିବା ପୂର୍ବରୁ ସମସ୍ତ ବିଷୟରେ ଭଲଭାବେ ଅବଗତ ହୋଇ ଯିବା ଜରୁରୀ। ନଚେତ୍‌ ନିୟମ ଯୋଗୁ ଆପଣ ଫସିଯିବେ। ଏଇ ଯେମିତି ଇଟାଲୀ। ଏହାର ଏକ ଅଜବ ନିୟମ ସମ୍ପର୍କରେ ଜାଣି ଆଶ୍ଚର୍ଯ୍ୟ ହେବେ। ସେଠାକାର ସମୁଦ୍ରରୁ ବାଲି ଚୋରି କଲେ ଆପଣଙ୍କୁ ଭାରି ପଡ଼ିବ। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁସାରେ, ୨ ଜଣ ଫ୍ୟାନ୍ସ ପର୍ଯ୍ୟଟକ ସର୍ବିୟାର ଦକ୍ଷିଣ ତଟ ଚିୟା ସମୁଦ୍ର କୂଳକୁ ବୁଲିବା ପାଇଁ ଯାଇଥିଲେ। ଦୁଇ ପର୍ଯ୍ୟଟକ ୧୪ଟି ବୋତଲରେ ବାଲି ଭରି ନେଉଥିଲେ। କିନ୍ତୁ ଇଟାଲୀର ତଟରକ୍ଷୀ ଏହାକୁ ଧରିଦେଲେ। ଦୁହେଁ ପ୍ରାୟ ୯୦ ପାଉଣ୍ଡ୍‌ ବାଲି ଚୋରି କରିଥିବା ଅଭିଯୋଗ ହୋଇଥିଲା। ମିଡିଆ ରିପୋର୍ଟ ଅନୁସାରେ, ସେଠାରୁ ବାଲି ଏବଂ କଙ୍କଡ଼ା ନେବା ଅପରାଧ। ଏହି ଆଇନ ୨୦୧୭ରୁ ଲାଗୁ ହୋଇଛି। ବାଲି ଚୋରି ଅଭିଯୋଗରେ ଜରିମାନା ସହିତ ୧ରୁ ୨ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ହେବାର ଆଇନ୍‌ ରହିଛି। କିନ୍ତୁ ଫ୍ରାନ୍ସର ପର୍ଯ୍ୟଟକ ଦ୍ୱୟ କହିଛନ୍ତ, ସେ ବୁଲିବାର ମଜା ଉଠାଇବା ସହ ସ୍ମୃତି ସାଇତି ରଖିବା ପାଇଁ ସାଥୀରେ ବାଲି ନେଇଯାଉଥିଲେ। ତାଙ୍କୁ ଏହା ଜଣା ନ ଥିଲା କି ଭୁମଧ୍ୟସାଗରୀୟ ଦ୍ୱୀପରେ ଥିବା ଆଇନ୍‌ ସେମାନେ ଭଙ୍ଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?