Posted inଜାତୀୟ

ଇଡ଼ି ସତ୍ୟପାଠ ନେଇ ସୁପ୍ରିମ୍‌କୋର୍ଟରେ ଚିଦାମ୍ବରମ୍‌ଙ୍କ ପାଲଟା ଜବାବ: ସମସ୍ତ ସମ୍ପତ୍ତି ବୈଧ

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କ ସମ୍ପତ୍ତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି)ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ ହୋଇଥିଲା। ତେବେ ଚିଦାମ୍ବରମ୍‌ଙ୍କ ପକ୍ଷରୁ ସତ୍ୟପାଠର ପାଲଟା ଜବାବ ଦିଆଯାଇଛି। ସମସ୍ତ ସମ୍ପତ୍ତି ବୈଧ ବୋଲି ଚିଦାମ୍ବରମ୍‌ଙ୍କ ପକ୍ଷରୁ କୁହାଯାଇଛି। ଇଡ଼ି ପକ୍ଷରୁ ଯେଉଁ ସମ୍ପତ୍ତି ଏବଂ ବ୍ୟାଙ୍କ ଖାତା ସମ୍ପର୍କରେ ସତ୍ୟପାଠରେ ଦର୍ଶାଯାଇଛି ତାହା ବୈଧ ବୋଲି ଚିଦାମ୍ବରମ୍‌ କହିଛନ୍ତି। ତେବେ ହାଇକୋର୍ଟରେ ଇଡ଼ି ପକ୍ଷରୁ କୌଣସି ସତ୍ୟପାଠ ଦାଖଲ କରାଯାଇ ନ ଥିଲା। ଏକ ନୋଟ୍‌ ଆଧାରରେ ନିର୍ଦ୍ଦେଶ ଜାରି କରାଯାଇଥିଲା। ଚିଦାମ୍ବରମ୍‌ଙ୍କ ଆଇନଜୀବୀ କପିଲ୍‌ ସିବଲ୍‌ କହିଛନ୍ତି ଯେ, ଇଡ଼ି ଡାଇରୀରେ ଲିଖିତ ଥିବା କିଛି ତଥ୍ୟକୁ ପ୍ରମାଣ ବୋଲି କହୁଛି। ତେବେ ଏହାକୁ ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ...

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି।...

ୟୁପିରେ ୨୦ ପିଲା ବନ୍ଧକ: ଉଦ୍ଧାର ଲାଗି ପୋଲିସର ଉଦ୍ୟମ ଜାରି

ଫାରୁଖାବାଦ (ୟୁପି), ୩୧-୧(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଫାରୁଖାବାଦରେ ଜଣେ ଅପରାଧୀ ୨୦ ଜଣ ପିଲାଙ୍କୁ ନେଇ ବନ୍ଧକ ରଖିଥିବା ଜଣାପଡିଛି। ସେ ଜନ୍ମଦିନ ପାଳନ ପାଇଁ ପିଲାମାନଙ୍କୁ...

ଗୟାରେ କରୋନା ବିସ୍ଫୋରଣ

ପାଟଣା,୨୬।୧୨: ବିହାରର ଗୟାରେ କରୋନା ବିସ୍ଫୋରଣ ଘଟିଛି। ଏଠାରେ ଏକାସାଙ୍ଗରେ ୪ଜଣ ବିଦେଶୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆର୍‌ଟିପିସିଆର୍‌ ଟେଷ୍ଟରେ ଏନେଇ ଜଣାପଡ଼ିବା ପରେ...

ସୁଶାନ୍ତଙ୍କ ‘ଛିଛୋରେ’କୁ ମିଳିଲା ଶ୍ରେଷ୍ଠ ଫିଲ୍ମ

ନୂଆଦିଲ୍ଲୀ,୨୨।୩ :  ୨୦୧୯ ବର୍ଷ ପାଇଁ ସୋମବାର ଘୋଷଣା କରାଯାଇଛି ୬୭ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଏଥିରେ ସ୍ବର୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ...

ତୁଟୁନି ପୁତ୍ର ମୋହ: ବଢୁଛି ଅସନ୍ତୁଷ୍ଟଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୧୧: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାର ନିର୍ବାଚନ ଫଳାଫଳପରେ ସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦଳର ୨୩ ଜଣ...

ବିମାନ ଦୁର୍ଘଟଣାରେ ସ୍ବାମୀ ହୋଇଥିଲେ ଶହୀଦ, ଏବେ ବାୟୁସେନାରେ ସାମିଲ ହେବେ ପତ୍ନୀ

ନୂଆଦିଲ୍ଲୀ,୧୫।୭: ୨୦୧୯ ଫେବୃୟାରୀ ୧ ବିମାନ ଦୁର୍ଘଟଣାରେ ଶହୀଦ ହୋଇଥିବା ସ୍କ୍ବାଡନ ଲିଡର ସମୀର ଅବରୋଲଙ୍କ ପତ୍ନୀ ଗରିମା ଅବରୋଲ ଖୁବ୍‌ଶୀଘ୍ର ବାୟୁସେନାରେ ସାମିଲ ହେବାକୁ...

ଚଳନ୍ତା ଟ୍ରେନ୍‌ରୁ ଖସିପଡିଲେ ୩ ଯାତ୍ରୀ

ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍‌ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ...

Advertisement
Archives

Model This Week