Posted inଜାତୀୟ

ଇଡି କାର୍ଯ୍ୟାଳୟରେ ପହଞ୍ଚିଲେ ରାଜ ଠାକରେ

ମୁମ୍ବାଇ,୨୨।୮: ମହାରାଷ୍ଟ୍ର ନବ ନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକେର ଗୁରୁବାର ଆଇଏଲ୍‌ ଆଣ୍ଡ ଏଫ୍‌ଏସ୍‌ ମାମଲାରେ ପଚରା ଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଠାକରେ ସେଠାରେ ପହଞ୍ଚିବା ପୂର୍ବରୁ ମୁମ୍ବାଇ ପୋଲିସ ସବୁ ପ୍ରକାର ପ୍ରସ୍ତୁତି କରି ସାରିଥିଲା। ଇଡି କାର୍ଯ୍ୟାଳୟ ବାହାରେ ୧୪୪ ଧାରା ଜାରି କରାଯାଇଥିବା ସୂଚନା ମିଳିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରପ୍ତାନି ପ୍ରସ୍ତୁତି ସୂଚକାଙ୍କ: ୧୩ତମ ସ୍ଥାନକୁ ଖସିଲା ଓଡ଼ିଶା

ନୂଆଦିଲ୍ଲୀ,୨୬।୩: ରପ୍ତାନି ପ୍ରସ୍ତୁତି ସୂଚକାଙ୍କ (ଇପିଆଇ) ୨୦୨୧ରେ ଓଡ଼ିଶା ୧୩ତମ ସ୍ଥାନକୁ ଖସିଛି। ନୀତି ଆୟୋଗ ପକ୍ଷରୁ ଶୁକ୍ରବାର ଏହି ସୂଚକାଙ୍କ ପ୍ରକାଶ ପାଇଛି। ୨୦୨୦...

ତିନି ଦିନିଆ ତାମିଲନାଡୁ ଗସ୍ତରେ ରାହୁଲ ଗାନ୍ଧୀ: ମୋଦି ସରକାରଙ୍କ ବିରୋଧରେ ମିଶିକି ଲଢିବାକୁ ଆହ୍ୱାନ

ଚେନ୍ନାଇ,୨୩ ।୧: ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହେଲାଣି ସରଗରମ । ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ଏହାକୁ...

ମୁକ୍ତାର ଆବାସ ନକଭୀଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୯।୭: ଭାଜପା ବରିଷ୍ଠ ନେତା ମୁକ୍ତାର ଆବାସ ନକଭୀଙ୍କୁ ଦଳ ପକ୍ଷରୁ ନୂଆ ଦାୟିତ୍ୱ ଦିଆଯାଇଛି। ମୁକ୍ତାର ରାଜ୍ୟସଭାରେ ଭାଜପା ସଂସଦୀୟ ଦଳର ଉପନେତା ଭାବେ...

ଫଡ଼ନବିଶଙ୍କୁ ସାମ୍‌ନାରେ ସମାଲୋଚନା: ମହାରାଷ୍ଟ୍ରରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ଜିରୋ ଭିଜିବିଲିଟିରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ ସଦୃଶ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଛି। ରାଜ୍ୟ ସ୍ଥିତି ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

କ୍ୟାବ୍‌ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା: ଯୁବତୀ କହିଲେ ‘ଆତ୍ମସୁରକ୍ଷା ପାଇଁ ମାରିଛି’

ଲକ୍ଷ୍ନୌ,୫।୮: ଯୁକ୍ତିତର୍କ ପରେ କ୍ୟାବ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା ମାରିଥିବା ଯୁବତୀଙ୍କୁ ଏବେ ମଧ୍ୟ ଗିରଫ କରିନାହିଁ ଲକ୍ଷ୍ନୌ ପୋଲିସ। ଯୁବତୀଙ୍କ ନାଁରେ ମାମଲା...

ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ...

ସ୍ୱାସ୍ଥ୍ୟ ସେବାରେ ସବୁଠୁ ଆଗରେ କେରଳ

ନୂଆଦିଲ୍ଲୀ,୨୭ ।୧୨: ନୀତି ଆୟୋଗ ଦ୍ୱାରା ସୋମବାର ହେଲ୍‌ଥ ଇଣ୍ଡେକ୍ସ ଜାରି କରାଯାଇଛି । ଏଥିରେ ଦକ୍ଷିଣ ରାଜ୍ୟ ବାଜି ମାରି ନେଇଥିବା ବେଳେ ଉତ୍ତର...

ମହାରାଷ୍ଟ୍ରରେ ଗର୍ଜିଲେ ମୋଦି

ମୁମ୍ବାଇ,୧୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜଲଗାଓଁରେ ଏକ ରାଲିରେ ଯୋଗ ଦେଇଛନ୍ତି। ସେଠାରେ ସେ ଉଦ୍‌ବୋଧନ ଦେବା ଅବସରରେ...

Advertisement
Archives

Model This Week