Posted inଖେଳ

ଇଡେନ ବେଲ ବଜାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୨୨।୧୧- ଭାରତ ଓ ବାଂଲାଦେଶ ମଧ୍ୟରେ ବହୁ ପ୍ରତୀକ୍ଷିତ ପିଙ୍କ ବଲ ଦିବାରାତ୍ର ମ୍ୟାଚ୍‌ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ ପୂର୍ବରୁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ଓ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅପରାହ୍ନ ଠିକ୍‌ ୧୨.୫୮ରେ ଇଡେନ ଗାର୍ଡେନରେ ପାରମ୍ପରିକ ବେଲ୍‌ ବଜାଇଥିଲେ। ଏହି ଅବସରରେ ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ସାଧାରଣ ସମ୍ପାଦକ ଜୟ ଶାହ, ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ନାଜମୁଲ ହାସନ ଓ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri