ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା ଆରମ୍ଭ କରାଯାଇଥିବା ଆଇଟି ଗୋ-ଆଇ ପାସ୍‌ ସମ୍ପର୍କରେ ଉଦ୍ୟୋଗୀମାନଙ୍କ ଆବେଦନର ଆବଣ୍ଟନ ବିଷୟରେ ଅବଗତ ହେବା ନିମିତ୍ତ ଆରମ୍ଭ ହୋଇଥିବା ପ୍ରକ୍ରିୟା ସମ୍ପର୍କରେ ସମୀକ୍ଷା କରିଛନ୍ତି । ଇଡ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଂଜୟ କୁମାର ସିଂ ଏହି ପ୍ରକ୍ରିୟା ସମ୍ପର୍କରେ ସବିଶେଷ ତଥ୍ୟ ମନ୍ତ୍ରୀ ମିଶ୍ରଙ୍କୁ ଅବଗତ କରାଇଛନ୍ତି । ଏହା ବ୍ୟତୀତ ଓଡ଼ିଶାରେ ଶିଳ୍ପ ବିକାଶ କ୍ଷେତ୍ରରେ ତ୍ବରାନ୍ବିତ କରାଯାଉଥିବା ଭିତ୍ତି ସଂରଚନା କାର୍ଯ୍ୟ ପ୍ରଣାଳୀ ବେଳେ ସରକାରଙ୍କ ଦ୍ବାରା କରାଯାଇଥିବା ୫-‘ଟି’ର ଆଭିମୁଖ୍ୟ ପ୍ରତି ପାଳନ ସମ୍ପର୍କରେ ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ରୁ ଖୋଲିବ ଏହିସବୁ ଦର୍ଶନୀୟ ସ୍ଥାନ

ଭୁବନେଶ୍ୱର, ୪।୭(ବ୍ୟୁରୋ): କରୋନା ପାଇଁ ଓଡ଼ିଶାରେ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୬ ତାରିଖରୁ କିଛି ଦର୍ଶନୀୟ ସ୍ଥାନ...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟବହିର୍ଭୂତ...

ଭୁଲ୍‌ ସିଗ୍‌ନାଲ ଯୋଗୁ ଷ୍ଟେଶନରେ ନ ରହି ଚାଲିଗଲା ଟ୍ରେନ: କାର୍ଯ୍ୟରୁ ନିଲମ୍ବିତ ହେଲେ ଷ୍ଟେଶନ ମାଷ୍ଟର

ସୁନ୍ଦରଗଡ଼,୯।୩ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଷ୍ଟେଶନମାଷ୍ଟରଙ୍କୁ ଦକ୍ଷିଣ-ପୂର୍ବ ରେଳପଥ କର୍ତ୍ତୃପକ୍ଷ ସୋମବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ଷ୍ଟେଶନ ମାଷ୍ଟର ସନ୍ତୋଷ କୁମାର ମିଶ୍ରଙ୍କ...

‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ।...

ପ୍ରକାଶ ପାଇଲା ଓଜେଏସ୍‌-୨୦୨୧ ପରୀକ୍ଷାଫଳ: ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଓଜେଏସ୍‌-୨୦୨୧ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ଅନୁଗୋଳର ଆଦ୍ୟାଶା...

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ...

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼...

ଉଚ୍ଛେଦ ହେବ ଅନାବଶ୍ୟକ ଅଣଶିକ୍ଷକ ପଦବୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ଅଣଶିକ୍ଷକ ପଦବୀ ଖାଲି ପଡ଼ିଥିବାବେଳେ ସେଥିମଧ୍ୟରୁ ଅନେକ ପଦବୀ ଅନାବଶ୍ୟକ ରହିଛି। ତେଣୁ ଉକ୍ତ ପଦବୀଗୁଡ଼ିକ ଉଚ୍ଛେଦ କରିବାକୁ ରାଜ୍ୟ...

Advertisement
Archives

Model This Week