Posted inଖେଳ

ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷାରେ ପ୍ରେମ ସିଂ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୯|୧୦ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ପେନଚାକ୍‌ ସିଲଟ୍‌ ଆସୋସିଏଶନର ସାଧାରଣ ସମ୍ପାଦକ ପ୍ରେମ ସିଂ ଥାପ୍ପା ଇଣ୍ଟରନ୍ୟାଶନାଲ ରେଫରି କ୍ଲାସ-୨ରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଗତ ୨୪ରେ ସିଙ୍ଗାପୁରଠାରେ ଏହି ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରେମ ସିଂ ଭାଗନେଇ ଉତ୍ତୀର୍ଣ୍ଣ ହେବା ସହ କ୍ଲାସ-୨ ରେଫରି ହୋଇଛନ୍ତି। ଏହି ସଫଳତା ଲାଗି ଭାରତ ପେନଚାକ୍‌ ସିଲଟ୍‌ ଆସୋସିଏଶନ ଓ ଓଡ଼ିଶା ପେନଚାକ୍‌ ସିଲଟ୍‌ ଆସୋସିଏଶନ ପ୍ରେମ ସିଂଙ୍କୁ ଅଭିନନ୍ଦନ ଜଣାଇବା ସହ ସେ ଦେଶ ଓ ରାଜ୍ୟକୁ ଗର୍ବିତ କରିଛନ୍ତି ବୋଲି ଆସୋସିଏଶନ ପକ୍ଷରୁ କୁହାଯାଇଛି। ଏଠାରେ ଉଲ୍ଳେଖଯୋଗ୍ୟ, ପେନଚାକ ସିଲଟ୍‌ ହେଉଛି ଏକ ଇଣ୍ଡୋନେସିଆ ମାର୍ସାଲ ଆର୍ଟ ପ୍ରତିଯୋଗିତା। ୨୦୧୮ ଏସିଆନ ଗେମ୍ସରେ ଏହି କ୍ରୀଡ଼ାକୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାଇଲଷ୍ଟୋନ ଠାରୁ ୧୫ ରନ୍‌ ଦୂରରେ ଧୋନୀ

ମୁମ୍ବାଇ,୩୧।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକ ବିସ୍ଫୋରକ ଅର୍ଦ୍ଧଶତକ ସହ ଚଳିତ ବର୍ଷ ଆଇପିଏଲ୍‌ରେ ଅଭିଯାନ ଆରମ୍ଭ...

ହାର୍ଦ୍ଦିକଙ୍କ ଏହି ଭୁଲ୍‌ ଯୋଗୁ ଫାଇନାଲରେ ହାରିଲା ଗୁଜରାଟ, ଗାଭାସ୍କରଙ୍କ ଖୁଲାସା

ନୂଆଦିଲ୍ଲୀ, ୧।୬: ଆଇପିଏଲ୍‌ ୨୦୨୩ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ବାଜି ମାରିନେଇଛି। ତେବେ ଗୁଜରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ଅନ୍ତିମ...

ନମ୍ବର ଓ୍ବାନ୍‌ ସ୍ଥାନକୁ ଫେରିଲେ ମିଥାଲି

ଦୁବାଇ, ୭ା୭ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତ ଅଧିନାୟକ ମିଥାଲି ରାଜ ୩ ବର୍ଷ ପରେ...

ମହିଳା ଟି୨୦ ବିଶ୍ୱକପ୍‌: ଲିଗ୍‌ ପର୍ଯ୍ୟାୟରେ ଭାରତ ଅପରାଜେୟ

ମେଲବୋର୍ନ,୨୯ା୨- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଟି୨୦ ମହିଳା ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ରହିଛି। ଶନିବାର ଖେଳାଯାଇଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ...

ମଙ୍କ୍‌ଡିଙ୍ଗ୍‌ ନେଇ ବ୍ୟାଟ୍ସମ୍ୟାନଙ୍କୁ ଅଶ୍ୱିନଙ୍କ ପ୍ରଥମ ଓ ଅନ୍ତିମ ଚେତାବନୀ

ଦୁବାଇ,୭।୧୦ (ପି.ଟି.): ଭାରତ ତଥା ଦିଲ୍ଲୀ କ୍ୟାପିଟାଲ୍ସ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମଙ୍କଡିଙ୍ଗ୍‌ ନେଇ ନିଜର ପ୍ରଥମ ଓ ଅନ୍ତିମ ଚେତାବନୀ ଦେଇଛନ୍ତି। ଦିଲ୍ଲୀ...

ଅଷ୍ଟ୍ରେଲିଆଠାରୁ ମ୍ୟାଚ୍‌ ଛଡାଇ ଆଣିପାରନ୍ତି ଏହି ୨ ଖେଳାଳି

ମେଲବୋର୍ନ,୨୮।୧୨: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ବର୍ଡର-ଗାଭାସ୍କର ଟ୍ରଫିରେ ଭାରତ ସିରିଜ୍‌କୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା...

ସୁଲିଭାନ୍‌ଙ୍କୁ ୬ଷ୍ଠ ବିଶ୍ୱ ସ୍ନୁକର ଟାଇଟଲ

ଓ୍ବାଶିଂଟନ, ୧୮ା୮ (ଏପି)-ରୋନି ଓ’ ସୁଲିଭାନ୍‌ ୪୪ ବର୍ଷ ବୟସରେ ୬ଷ୍ଠ ଥର ପାଇଁ ବିଶ୍ୱ ସ୍ନୁକର ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ଇଂଲଣ୍ଡର କିରେନ୍‌...

‘କରୋନା’ କଟକଣାରେ ଛନ୍ଦି ହୋଇଛି କ୍ରିକେଟ

କଟକ ଅଫିସ,୧୪ା୪-କରୋନା ପ୍ରଭାବରୁ ମୁକୁଳିନି କ୍ରୀଡ଼ା ଜଗତ। ରାଜ୍ୟ ସମେତ ସମଗ୍ର ଦେଶ ଓ ବିଶ୍ୱର କ୍ରୀଡ଼ା ସାମ୍ରାଜ୍ୟ ମଧ୍ୟ କରୋନା ଭାଇରସ ଯୋଗୁଁ ପ୍ରଭାବିତ...

Advertisement
Archives

Model This Week