‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ୍‌’ ଶୋ’ ନିର୍ମାତାଙ୍କ ସନ୍ଦେହଜନକ ମୃତ୍ୟୁ

ମୁମ୍ବାଇ, ୧୯।୬: ଲୋକପ୍ରିୟ ଟିଭି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ ଶୋ’ର ନିର୍ମାତା ଶୋହନ ଚୌହାନଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୁମ୍ବାଇର ଆରେ କଲୋନୀସ୍ଥିତ ରୟାଲ୍ସ ପାମ୍ପ୍ସରୁ ଉଦ୍ଧାର କରାଯାଇଛି। ଶୋହନଙ୍କ ଅଚାନକ ମୃତ୍ୟୁରେ ଛୋଟ ପରଦାରେ ଶୋକର ଛାୟା ଖେଳିଯାଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଘଟଣାଦିନ ସୋହନ ଘରେ ଏକୁଟିଆ ଥିଲେ। ତାଙ୍କ ସ୍ତ୍ରୀ ଦିଲ୍ଲୀରେ ଥିଲେ। ପୋଲିସ କହିବା ମୁତାବକ, ଶୋହନଙ୍କ ବିବାହକୁ ମାତ୍ର ୭ ମାସ ପୂରିଛି। ଜୁନ ୧୩ ତାରିଖରେ ସେ ଶେଷଥର ପାଇଁ ସୋସିଆଲ ମିଡିଆରେ ଆକ୍ଟିଭ୍‌ ଥିଲେ। ସୂଚନାଯୋଗ୍ୟ, ଶୋହନ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’-ସିଜିନ୍‌ ୭ ଏବଂ ମାଷ୍ଟର ସେଫ୍‌ ଇଣ୍ଡିଆ ସିଜିନ୍‌-୬ର ପ୍ରଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଗୋଇଙ୍କୁ ଶିବଲ୍‌ଙ୍କ ୫ ପ୍ରଶ୍ନ

ନୂଆଦିଲ୍ଲୀ,୧୮।୩: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି। ଗୋଗୋଇଙ୍କ ରାଜ୍ୟ ସଭା...

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୦।୭: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ...

ଦୁଇ ବର୍ଷ ଧରି ଯୁବତୀଙ୍କ ଦେହରେ ଥିବା ଗୁଳିକୁ ବାହାର କଲେ ଡାକ୍ତର

ହାଇଦ୍ରାବାଦ,୨୩।୧୨: ତେଲେଙ୍ଗାନା ଜାହାନୁମା ଫାଲକନୁମା ଅଞ୍ଚଳର ଆସମା ବେଗମ(୧୯)ଙ୍କ ଶରୀରରେ ଥିବା ଗୁଳିକୁ ପ୍ରାୟ ୨ ବର୍ଷ ପରେ ବାହାର କରାଯାଇଥିବା ଜଣାପଡିଛି। ନିଜାମ ଇନଷ୍ଟିଚ୍ୟୁଟ...

ଇସ୍ରୋ ଅଧ୍ୟକ୍ଷ ଶିବନଙ୍କୁ ମିଳିଲା କଲାମ ପୁରସ୍କାର

ଚେନ୍ନାଇ,୨୨।୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅଧ୍ୟକ୍ଷ ଡ. କେ ଶିବନଙ୍କୁ ଡ.ଏପିଜେ ଅବଦୁଲ କଲାମ ପୁରସ୍କାର ମିଳିଛି। ତାମିଲନାଡୁ ସରକାରଙ୍କ ଦ୍ୱାରା ତାଙ୍କୁ ଏହି...

୨୦୧୭ରେ ଭାରତରେ ୨୮ ହଜାର ଲୋକଙ୍କୁ ହତ୍ୟା, ନମ୍ବର-୧ରେ ରହିଛି ଯୋଗୀଙ୍କ ରାଜ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ପକ୍ଷରୁ ସୋମବାର ଅପରାଧିକ ମାମଲାର ଏକ ରିପୋର୍ଟ ପ୍ରକାଶ ପାଇଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୨୦୧୭ରେ ଭାରତରେ ପ୍ରାୟ ୨୮...

ଅକ୍ଟୋବର ୨ରେ ‘ଓ୍ବାର’ ରିଲିଜ

ମୁମ୍ବାଇ: ଟାଇଗର ଶ୍ରଫ୍‌ ଓ ହ୍ରିତିକ୍‌ ରୋଶନଙ୍କ ଅପ୍‌କମିଂ ଆକ୍ସନ ଫିଲ୍ମ ‘ଓ୍ବାର’ ଅକ୍ଟୋବର ୨ରେ ରିଲିଜ ହେବାକୁ ଯାଉଛି। ଏହା ହିଟ୍‌ ହେବା ବହୁ...

ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…

ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ...

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା...

Coronavirus Update


Archives

Model This Week

Why Dharitri