Posted inଖେଳ

ଇଣ୍ଡିଆନ୍‌ ସୁପର୍‌ ଲିଗ୍‌: ଶତକ ମ୍ୟାଚ୍‌ରେ ଗୋଆ ବିଜୟୀ

ମାର୍‌ଗାଓ, ୯।୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ନିଜର ଶତକୀୟ ମ୍ୟାଚ୍‌ରେ ଏଫ୍‌ସି ଗୋଆ ବିଜୟୀ ହୋଇଛି। ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ଘରୋଇ ଏଫ୍‌ସି ଗୋଆ ୨-୦ ଗୋଲରେ ନର୍ଥଇଷ୍ଟ ୟୁନାଇଟେଡ୍‌କୁ ପରାସ୍ତ କରିଛି। ମ୍ୟାଚ୍‌ର ଦ୍ୱିତୀୟାର୍ଦ୍ଧରେ ଉଭୟ ଗୋଲ ଦେଖିବାକୁ ମିଳିଥିଲା। ୬୮ତମ ମିନିଟ୍‌ରେ ନର୍ଥଇଷ୍ଟର ମିସ୍ଲାଭ କୋର୍ମୋସ୍କିଙ୍କ ଆତ୍ମଘାତୀ ଗୋଲ ବଳରେ ଗୋଆ ୧-୦ରେ ଅଗ୍ରଣୀ ଲାଭ କରିଥିଲା। ଏହାପରେ ୮୨ତମ ମିନିଟ୍‌ରେ ଫେରାନ କୋରୋମିନାସ ପେନଲ୍ଟିକୁ ଗୋଲରେ ରୂପାନ୍ତରିତ କରି ଗୋଆକୁ ୨-୦ ଗୋଲରେ ବିଜୟୀ କରାଇଥିଲେ। ଆଇଏସ୍‌ଏଲ୍‌ରେ ଫେରାନଙ୍କ ଏହା ୪୯ତମ ଗୋଲ ଥିଲା। ଏହି ବିଜୟ ସହ ଏଫ୍‌ସି ଗୋଆ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛି। ଦ୍ୱାଦଶ ମ୍ୟାଚ୍‌ରୁ ୭ମ ବିଜୟ, ୨ଟି ପରାଜୟ ଓ ୩ଟି ଡ୍ର ସହ ୨୪ ପଏଣ୍ଟ ହାସଲ କରି ଏଟିକେ (୨୧) ଉପରେ ଏନ ନମ୍ବର ସ୍ଥାନେjର ରହିଛି। ଅପରପକ୍ଷରେ ନର୍ଥଇଷ୍ଟ ୧୦ ମ୍ୟାଚରୁ ୩ୟ ପରାଜୟ ସହ ୧୧ ପଏଣ୍ଟ ପାଇ ଟେବୁଲର ୮ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri