Posted inଖେଳ

ଇଣ୍ଡିଆନ ସୁପରଲିଗ୍‌ : ଜାମଶେଦପୁର-ଇଷ୍ଟବେଙ୍ଗଲ ମ୍ୟାଚ୍‌ ଡ୍ର

ଭାସ୍କୋ, ୧୦।୧୨-
ଚଳିତ ଆଇଏସ୍‌ଏଲ୍‌ (ଇଣ୍ଡିଆନ ସୁପରଲିଗ୍‌)ରେ ଗୁରୁବାର ଖେଳାଯାଇଥିବା ଜାମଶେଦପୁର ଏଫ୍‌ସି ଓ ଇଷ୍ଟବେଙ୍ଗଲ ମ୍ୟାଚ ଡ୍ର ରହିଛି। ଦୁଇ ଦଳର କୌଣସି ଖେଳାଳି ଗୋଲ ଦେବାରେ ସଫଳ ହୋଇ ନ ଥିଲେ। ଫଳରେ ଉଭୟ ଦଳକୁ ପଏଣ୍ଟ ଭାଗ କରିବାକୁ ପଡ଼ିଛି। ପ୍ରଥମ ଥର ପାଇଁ ଆଇଏସ୍‌ଏଲ୍‌ ଖେଳୁଥିବା ଇଷ୍ଟବେଙ୍ଗଲ ଏହି ମ୍ୟାଚରେ ପଏଣ୍ଟ ଖାତା ଖୋଲିଛି। ପ୍ରଥମ ୩ଟି ମ୍ୟାଚରେ ଦଳ ଏଟିକେ ମୋହନବାଗାନ, ମୁମ୍ବାଇ ସିଟି ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ ନିକଟରୁ ହାରି ଯାଇଥିଲା। ଫଳରେ ପଏଣ୍ଟ ଟେବୁଲର ନିମ୍ନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ୫ ମ୍ୟାଚରୁ ୧ ବିଜୟ, ୩ଡ୍ର ଓ ୧ ପରାଜୟ ସହ ୬ ପଏଣ୍ଟ ପାଇଥିବା ଟେବୁଲର ୫ମ ସ୍ଥାନକୁ ଉନ୍ନୀତ ହୋଇଛି ଜାମଶେଦପୁର।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri