‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ ସ୍ଥାନ ପାଇଛନ୍ତି। ଚନ୍ଦ୍ରାଣୀ ସପ୍ତଦଶ ଲୋକ ସଭାରେ ସର୍ବକନିଷ୍ଠ ସଦସ୍ୟ। ୨୫ ବର୍ଷୀୟା ଚନ୍ଦ୍ରାଣୀ ସଦ୍ୟ ଅନୁଷ୍ଠିତ ନିର୍ବାଚନରେ ଭାଜପାର ହେଭିୱେଟ ଅନନ୍ତ ନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ନିମ୍ନ ସଦନର ସର୍ବକନିଷ୍ଠା ସଦସ୍ୟା ହୋଇଥିବାରୁ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଦେଶର ଅନ୍ୟ ୬ ଏମ୍‌ପିଙ୍କ ସହ ଚନ୍ଦ୍ରାଣୀଙ୍କ ଫଟୋ ଏହି ଚର୍ଚ୍ଚିତ ଇଂଲିଶ ମାଗାଜିନ୍‌ର କଭର ପେଜ୍‌ରେ ସ୍ଥାନ ପାଇଛି। ଚନ୍ଦ୍ରାଣୀଙ୍କ ସହ କଭର ପେଜ୍‌ରେ ବାଙ୍ଗାଲୋର(ଦକ୍ଷିଣ)ରୁ ନିର୍ବାଚିତ ହୋଇଥିବା ତେଜସ୍ବୀ ସୂର୍ଯ୍ୟା, ପଶ୍ଚିମବଙ୍ଗର ଯାଦବପୁର ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀଙ୍କ ସମେତ ଗୌତମ ଗମ୍ଭୀର (ପୂର୍ବ ଦିଲ୍ଲୀ), ରବି କିଷନ(ୟୁପିର ଗୋରଖପୁର) ଓ ଅନ୍ୟ ୨ ନବନିର୍ବାଚିତ ପ୍ରତିନିଧିଙ୍କ ଫଟୋ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା...

‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’

ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ...

ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪,...

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ...

ବିରାଶାଳ ଏୟାରଷ୍ଟ୍ରିପ୍‌ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ

କାମାକ୍ଷାନଗର,୮ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ...

ପାଣି ଆସୁ ଆସୁ କେନାଲରେ ଘାଇ

ବାଲିଆ,୨୪।୭: ବାଲିଆ ଜଳସେଚନ ସେକ୍ସନ ଅଧୀନ ୪ନଂ କେନାଲରେ ପାଣି ଆସୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣି ବିନା...

ଆଜିଠୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୨୦ା୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେଉଛି। ଚଳିତଥର ପ୍ରାୟ ୪,୭୫୪...

ପୁଣି ରାଜଧାନୀରେ ଆଉ ୭ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ଏହା ଦିନକୁ ଦିନ ଚିନ୍ତା ବଢାଉଥିବା ବେଳେ ଦୈନିକ ପଜିଟିଭ୍‌ ସଂଖ୍ୟା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର...

Advertisement
Archives

Model This Week