ଇଣ୍ଡୋନେସିଆରେ ଶକ୍ତିଶାଳୀ ବିସ୍ଫୋରଣ

ଜାକର୍ତ୍ତା,୩।୧୨: ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତାରେ ମଙ୍ଗଳବାର ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ଏଥିରେ କେତେଜଣ ଲୋକ ଆହତ ମଧ୍ୟ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଏହା ପଛରେ କ’ଣ କାରଣ ରହିଛି ସେ ନେଇ ପୋଲିସ ତନାଘନା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ନାମରେ ମାନବ ଚାଲାଣ : ୬୨୯ ପାକିସ୍ତାନୀ ଝିଅଙ୍କୁ ଚାଇନାରେ ବିକ୍ରି

ଲାହୋର,୫ା୧୨(ଏ.ପି.): ବିବାହ ନାମରେ ଚାଲିଛି ସାଂଘାତିକ ମାନବ ଚାଲାଣ। ଚାଇନାରେ ବାହାହେବା ପାଇଁ ପୁଅଙ୍କୁ ଝିଅ ମିଳୁ ନ ଥିବାବେଳେ ପାକିସ୍ତାନରୁ ପ୍ରତାରଣା କରି ଅଣାଯାଉଛି ଯୁବତୀମାନଙ୍କୁ।...

ଇସ୍ରାଏଲରେ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଲେ ଜନତା, ନୂଆ ଆଇନ ବିରୋଧରେ ହେଉଛି ପ୍ରଦର୍ଶନ

ତେଲ ଆଭିବ,୨୩ ।୧: ଇସ୍ରାଏଲର ସର୍ବୋଚ୍ଚ ନ୍ୟାୟାଳୟରେ ଅଧିକାରୀଙ୍କୁ ନିୟନ୍ତ୍ରିତ କରିବାକୁ ଯାଉଥିବା ଏକ ଆଇନର ପ୍ରସ୍ତାବକୁ ଲଗାତାର ବିରୋଧ କରାଯାଉଛି । ଶନିବାର ଏକ...

ଆମେରିକା ପରେ ଜାପାନ, ଅଷ୍ଟ୍ରିୟାରେ ଶୀତ ପ୍ରକୋପ, ବରଫ ଝଡ଼ରେ ୪୧ ଆମେରିକୀୟଙ୍କର ମୃତ୍ୟୁ

ନ୍ୟୁୟର୍କ/ଟୋକିଓ/ଫ୍ରାଙ୍କଫୋର୍ଟ.୨୭ ।୧୨: ବିଶ୍ୱର କିଛି ଅଂଶରେ ଶୀତ ପ୍ରକୋପ ବଢିବା ସହ ବରଫ ଝଡ଼ ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଆମେରିକାରେ...

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ...

ଭାରତ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି। ଶନିବାର ସେ ଟୁଇଟ୍‌ କରି କହିଛନ୍ତି ଭାରତ ଗସ୍ତ...

ଆମେରିକୀୟଙ୍କୁ ୧୦୦ ଦିନ ମାସ୍କ ପିନ୍ଧିବାକୁ କହିବେ ବାଇଡେନ୍‌

ଓ୍ବାଶିଂଟନ,୫ା୧୨: କୋଭିଡ୍‌-୧୯ରେ ସର୍ବାଧିକ ପ୍ରଭାବିତ ହୋଇଥିବା ଆମେରିକାବାସୀଙ୍କୁ ଶହେ ଦିନ ପାଇଁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେବେ ବୋଲି କହିଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଜୋ...

ଟ୍ରମ୍ପ୍‌ଙ୍କ ୧୮ ନିର୍ବାଚନ ରାଲି: ୩୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ, ୭ ଶହ ମୃତ

ଓ୍ବାଶିଂଟନ,୧।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନଭେମ୍ବର ୩ରେ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ୧୮ଟି ନିର୍ବାଚନ ରାଲି କରାଯାଇଛି। ଏହାଯୋଗୁ ୩୦ ହଜାରରୁ...

ନ୍ୟୁଜିଲାଣ୍ଡରେ ପ୍ରବଳ ବାତ୍ୟା: ୪ ମୃତ

ଓ୍ବେଲିଂଟନ,୧୨ା୨: ବିଶ୍ୱର କିଛି ଦେଶ ଏବେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି। ଗୋଟିଏ ପଟେ ଭୂକମ୍ପ ତୁର୍କୀ ଏବଂ ସିରିଆରେ ବ୍ୟାପକ କ୍ଷତି ଘଟାଇଥିବା ବେଳେ...

Advertisement
Archives

Model This Week