Advertisement

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୧୪।୭: ପୂର୍ବ ଇଣ୍ଡୋନେସିଆର ମାଲୁକୁ ଦ୍ୱୀପରେ ରବିବାର ୭.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ପ୍ରାୟ ୯ଟା ୧୦ରେ ଏହା ଅନୁଭୂତ ହୋଇଥିବା ବେଳେ ଏହାର କେନ୍ଦ୍ରସ୍ଥଳ ଉପକୂଳ ସହର ଲାଓ୍ବିଠାରୁ ୧୨୦ କିଲୋମିଟର ଦୂରରେ ରହିଥିଲା। ଏଥିରେ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳି ନ ଥିବା ବେଳେ ସୁନାମି ସତର୍କତା ମଧ୍ୟ ଜାରି କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଖଣ୍ଡିଙ୍କୁ ହଜାରେ ବର୍ଷ ଜେଲ

ଅଙ୍କାରା, ୧୩ା୧: ଯୌନ ଅପରାଧ ପାଇଁ ଆତ୍ମଘୋଷିତ ମୁସଲମାନ ଧର୍ମ ପ୍ରଚାରକ ଅଦନାନ୍‌ ଅକ୍‌ତାରଙ୍କୁ ୧,୦୭୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ତୁର୍କୀର ଏକ...

ଇଥିଓପିଆର ଟିଗ୍ରେରେ ଭୋକ ଯୋଗୁଁ ୧ଲକ୍ଷ ଶିଶୁଙ୍କର ହେବ ମୃତ୍ୟୁ!

ନୈରୋବି,୩୧ ।୭: ଆସନ୍ତା ବର୍ଷ ଇଥିଓପିଆର ସଙ୍କଟଗ୍ରସ୍ତ ଟିଗ୍ରେ ଅଞ୍ଚଳରେ ୧ଲକ୍ଷରୁ ଅଧିକ ଶିଶୁ କୁପୋଷଣ ଓ ଏହାର ଅତି କଠୋର ରୂପର ସାମ୍ନା କରିବାକୁ...

ଆମେରିକାକୁ ଯୁଦ୍ଧ ଧମକ ଦେଲା ଇରାନ

ଦୁବାଇ,୧୬ା୯: ସୌଦି ଆରବର ଦୁଇଟି ତୈଳ ପ୍ରକଳ୍ପ ଉପରେ ଡ୍ରୋନ୍‌ ଆକ୍ରମଣ ପଛରେ ଇରାନ୍‌ର ହାତ ରହିଛି ବୋଲି ଆମେରିକା ଅଭିଯୋଗ କରିଥିବାବେଳେ ତେହେରାନ ଏହାକୁ...

ଯୁଦ୍ଧରେ ଆମେରିକା ଯୋଗଦେଲେ ଆଣବିକ ଶକ୍ତି ବ୍ୟବହାର କରିପାରନ୍ତି ପୁଟିନ୍‌ , ନ୍ୟୁଜ୍‌ ଏଜେନ୍ସି ପକ୍ଷରୁ ସୂଚନା…

ମସ୍କୋ/କ୍ୱିଭ୍‌, ୨୬।୨ : ୟୁକ୍ରେନ ଉପରେ ଆକ୍ରମଣର ତୃତୀୟ ଦିନ ବିତିଛି। ରୁଷିଆ ଦାବି କରିଛି ଯେ ଆକ୍ରମଣରେ ୟୁକ୍ରେନର ୮୦୦ ସାମରିକ ଶିବିର ଧ୍ୱଂସ...

ଶ୍ରୀଲଙ୍କା ପରେ କାହା ପାଳି

କଲମ୍ବୋ/ନୂଆଦିଲ୍ଲୀ,୧୩ା୭: ଶ୍ରୀଲଙ୍କାରେ ନେତୃତ୍ୱ ଅନିଶ୍ଚିତତା ଦୂର ହୋଇନାହିଁ। ମେ’ ୯ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ବିତାଡ଼ିତ କରିବାର ଠିକ୍‌ ୨ ମାସ ପରେ ଶ୍ରୀଲଙ୍କାବାସୀଙ୍କ...

୨୪ଘଣ୍ଟାରେ ୫୬ ଆକ୍ରମଣ

ଖାର୍କ୍ୱିଭ୍‌,୨୩।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷୀୟ ସୈନ୍ୟ ୟୁକ୍ରେନରେ ଭୟଙ୍କର ବିନାଶ ଘଟାଇବାରେ ଲାଗିପଡ଼ିଛନ୍ତି। ଅନେକ ସହର...

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର...

ବିଗୁଡୁଛି ସ୍ଥିତି, ସଡ଼କ ଉପରେ ଏଣେତେଣେ ପଡିଛି ମୃତଦେହ

ମୈରିୟୁପୋଲ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣକୁ ୧୬ ଦିନ ପୂରଣ ହୋଇଥିବା ବେଳେ ସ୍ଥିତି କିନ୍ତୁ ସୁଧୁରିବା ପରିବର୍ତ୍ତେ ବିଗିଡିବାରେ ଲାଗିଛି । ରୁଷିଆ...

Advertisement
Archives

Model This Week