ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ପଢ଼ାଯିବ ଭାଜପାର ଇତିହାସ

ଜାକର୍ତ୍ତା,୨୪।୨: ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ଭାଜପାର ଇତିହାସ ସମ୍ପର୍କରେ ପାଠପଢ଼ାଯିବ। ଭାଜପା ସମ୍ପର୍କରେ ତଥ୍ୟ ପ୍ରଦାନ କରୁଥିବା ଏକ ପୁସ୍ତକକୁ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ ବୋଲି ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ସମ୍ପର୍କ ବିଭାଗ ସଦସ୍ୟ ହଦଜା ମିନ୍‌ ଫଦଲି ସୂଚନା ଦେଇଛନ୍ତି। ଭାରତର ସାଧାରଣ ନିର୍ବାଚନରେ ଭାଜପା ୨ ଥର ସଫଳତା ହାସଲ କରିଥିବାରୁ ଦଳ ବିଷୟରେ ଆବଶ୍ୟକ ତଥ୍ୟକୁ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ କରାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶାନ୍ତନୁ ଗୁପ୍ତାଙ୍କ ଦ୍ୱାରା ରଚିତ ପୁସ୍ତକ ‘ ଭାରତୀୟ ଜନତା ପାର୍ଟି: ଅତୀତ, ବର୍ତ୍ତମାନ, ଭବିଷ୍ୟତ, ବିଶ୍ୱର ବୃହତ ରାଜନୈତିକ ଦଳର କାହାଣୀ’କୁ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ୍‌ କରାଯିବ। ଏହା ଦକ୍ଷିଣ ଏସିଆ ଅଧ୍ୟୟନରେ ପିଜି ଡିଗ୍ରୀ କରୁଥିବା ଶିକ୍ଷାର୍ଥୀଙ୍କ ପାଠ୍ୟକ୍ରମରେ ପଢ଼ାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri