ଇଣ୍ଡୋନେସିଆ ବସ୍‌ ଦୁର୍ଘଟଣା: ୨୪ ମୃତ

ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଆହତ ହୋଇଥିବା ସୂଚନା ମିଳିଛି। ବସ୍‌ଟି ଏକ ପାହାଡ଼ ତଳକୁ ଖସି ପଡିବା ଫଳରେ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଅନ୍ତରା ନ୍ୟୁଜ ଏଜେନ୍ସିର ସୂଚନା ଅନୁଯାୟୀ ବସ୍‌ରେ ମୋଟ ୩୭ ଜଣ ଯାତ୍ରୀ ଥିବା ବେଳେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ଚିକିତ୍ସା ଲାଗି ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟ ୨୦ କୋଟି ଟପିଲା

ନ୍ୟୁୟର୍କ,୬।୮:ସାରା ବିଶ୍ୱରେ କରୋନା ମହାମାରୀ ବିସ୍ତାର କରିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଛି ଯେ ସବୁଠାରୁ ସଂକ୍ରାମକ ବୋଲି ବିଶ୍ୱାସ କରାଯାଉଥିବା କରୋନାର ଡେଲ୍ଟା...

ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି ପାକିସ୍ତାନ…

ଇସଲାମାବାଦ,୩୦।୪ : ଆସନ୍ତା ୪ ଓ ୫ ତାରିଖରେ ଭାରତର ଗୋଆର ପଣଜୀରେ ଶାଙ୍ଘାଇ ସହଯୋଗ ସଂଗଠନ (ଏସସିଓ) ର ବୈଦେଶିକ ମନ୍ତ୍ରୀ ସମ୍ମିଳନୀ ଅନୁଷ୍ଠିତ...

ପ୍ରମାଣ ଥିଲେ ମଧ୍ୟ ବିଶ୍ୱ ଆତଙ୍କବାଦୀ ତାଲିକାରେ ନାମ ଅନ୍ତର୍ଭୁକ୍ତ କରାଯିବା ଲାଗି ରୋକା ଯାଉଛି: ଭାରତ…

ଜେନେଭା,୬।୯ : ଜାତିସଂଘ ପରିଷଦକୁ ଭାରତ କହିଛି କୌଣସି କାରଣ ନ ଦର୍ଶାଇ ବିଶ୍ୱସ୍ତରରେସ୍ତରରେ ଅନୁମୋଦିତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ଅବରୋଧ କରିବା...

ଡବ୍ଲ୍ୟୁଏଚ୍‌ଓ ସହିତ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଓ୍ବାଶିଂଟନ,୩୦।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ସହିତ ଆମେରିକା ସମସ୍ତ ସମ୍ପର୍କ ଛିନ୍ନ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଘୋଷଣା କରିଛନ୍ତି। ଡବ୍ଲ୍ୟୁଏଚ୍‌ଓ ଚାଇନା...

ତୁର୍କିରେ ଶକ୍ତିଶାଳୀ ଭୂକମ୍ପ, ତାସ ଭଳି ଗଳିପଡିଲା ବଡ ବଡ କୋଠା

ଅଙ୍କାରା,୬ ।୨: ତୁର୍କିର ନୁର୍ଦଗିଠାରୁ ୨୩ କିଲୋମିଟର ପୂର୍ବରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୮ ବୋଲି...

ପାକିସ୍ତାନରେ ମନ୍ତ୍ରୀ ହେବେ ଆତଙ୍କବାଦୀ ୟାସିନ ମଲିଙ୍କ ପତ୍ନୀ

ଇସଲାମାବାଦ,୧୭।୮: ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ ଅନଓ୍ବାର-ଉଲ୍‌-ହକ୍‌ କାକର କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ତଥା ଆତଙ୍କବାଦ ପାଣ୍ଠି ସଂଗ୍ରହ ମାମଲାରେ ଜେଲରେ ଥିବା ୟାସିନ ମଲିକଙ୍କ ପତ୍ନୀ...

ପ୍ରଶିକ୍ଷଣ ସମୟରେ ୩ ଆମେରିକା ସେନା ମୃତ

ଓ୍ବାଶିଂଟନ,୨୧।୧୦: ଆମେରିକାର ଜର୍ଜିଆରେ ଚାଲିଥିବା ସେନା ପ୍ରଶିକ୍ଷଣ ସମୟରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନ୍ୟ ୩ ଜଣ ଆହତ ମଧ୍ୟ...

୧୦୦ ବର୍ଷ ମଧ୍ୟରେ ଆମେରିକାରେ ସବୁଠୁ ଭୟାବହ ଅଗ୍ନିକାଣ୍ଡ

ଲାହାଇନା,୧୪ା୮: ଆମେରିକାର ମାଉଇ ସହରକୁ ଜଙ୍ଗଲ ନିଆଁ ବ୍ୟାପି ମୃତ୍ୟୁସଂଖ୍ୟା ୯୩କୁ ବୃଦ୍ଧି ହୋଇଛି। ଅନ୍ୟପକ୍ଷେ ମୃତକଙ୍କୁ ଚିହ୍ନଟ ପାଇଁ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୧୦୦...

Advertisement
Archives

Model This Week