Posted inଖେଳ

ଇତିହାସ ରଚିଲା ବାଂଲାଦେଶ

ଅକଲାଣ୍ଡ,୫।୧: ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଂଲାଦେଶ ୮ ଉଇକେଟରେ ଜିତିଛି। ଟେଷ୍ଟ କ୍ରିକେଟରେ ପ୍ରଥମ ଥର କିୱି ଦଳ ବାଂଲାଦେଶଠାରୁ ଏକ ଟେଷ୍ଟ ମ୍ୟାଚ ହାରିଛି। ଅନ୍ୟପଟେ ବାଂଲାଦେଶ ୨୦୧୭ ପରେ ନ୍ୟୁଜିଲାଣ୍ଡରେ ଏକ ଟେଷ୍ଟ ମ୍ୟାଚ ଜିତିବାରେ ପ୍ରଥମ ଦଳ। ବାଂଲାଦେଶ ପାଇଁ ଏହି ମ୍ୟାଚରେ ୭ ଉଇିକେଟ ନେଇଥିବା ଇବାଦତ ହାସନଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ହୋଇଥିଲେ। ସେ ଦ୍ୱିତୀୟ ଇନିଂସରେ ୪୬ ରନ ୬ଟି ଉଇକେଟ ନେଇଥିଲେ । ଗତ ବର୍ଷ ଜୁନ୍‌ରେ ଭାରତକୁ ପରାସ୍ତ କରି ନ୍ୟୁଜିଲାଣ୍ଡ ଟେଷ୍ଟ ଚାମ୍ପିଅନସିପ ଜିତିଥିଲା, କିନ୍ତୁ ବର୍ତ୍ତମାନ ବାଂଲାଦେଶ ସେମାନଙ୍କୁ ପରାସ୍ତ କରି ଏକ ବଡ଼ ପରିବର୍ତ୍ତନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆମେଚର ଅଲିମ୍ପିଆ ବଡିବିଲ୍ଡିଂରେ ଭାଗନେବେ ଜନ୍ମେଜୟ

ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ଆମେଚର ଅଲିମ୍ପିଆ ଇଣ୍ଡିଆ ବଡିବିଲ୍ଡିଂ ପ୍ରତିଯୋଗିତା ଆସନ୍ତା ନଭେମ୍ବର ୧୫ରୁ ୧୭ ପର୍ଯ୍ୟନ୍ତ ମୁମ୍ବାଇର ଏକ୍‌ଜିବିଶନ ସେଣ୍ଟରରେ ଅନୁଷ୍ଠିତ ହେବ। ବଡିବିଲ୍ଡିଂର...

୫ଟି ବଲ୍‌ରୁ ୩୦ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ଗ୍ରେନାଡା,୨୮।୬: ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଦକ୍ଷିଣ ଆଫ୍ରିକା ଏକ ଦୃଢ ପ୍ରତ୍ୟାବର୍ତ୍ତନ କରିଥିଲା...

ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

ଅହମଦାବାଦ,୨୪।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଅହମ୍ମଦାବାଦର ମୋଟେରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ଦିବାରାତ୍ର ମ୍ୟାଚରେ ଇଂଲଣ୍ଡ ଅଧିନାୟକ ଜୋ...

ଯୁବରାଜଙ୍କ ନାଁରେ ମାମଲା ରୁଜୁ

ଭାରତର ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ସମସ୍ୟା ବଢିବାରେ ଲାଗିଛି। ଦଳିତ ସମାଜ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ ହରିୟାଣା ପୋଲିସ ତାଙ୍କ ନାଁରେ...

ରେକର୍ଡକୁ ନେଇ ହୃଦୟଛୁଆଁ କଥା କହିଲେ କୋହଲି

ଥିରୁଭାନନ୍ତପୁରମ୍‌,୧୬।୧: ତୃତୀୟ ଦିନିକିଆରେ ଭାରତ ଶ୍ରୀଲଙ୍କାକୁ ୩୧୭ ରନ ବ୍ୟବଧାନରେ ପରାସ୍ତ କରିଛି। ଏହାସହ ଟିମ ଇଣ୍ଡିଆ ସିରିଜ ୩-୦ରେ ଜିତିଛି। ଓପନର୍‌ ଶୁଭମାନ ଗିଲଙ୍କ...

ରୋଷେଇ ଘରେ ପନିର୍‌ ବଟର୍‌ ମସଲା ତିଆରି କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଟ୍ରୋଲ୍‌ କଲେ ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର୍‌ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂଆ ଅବତାରରେ ଦେଖିବାକୁ ମିଳିଛି। କ୍ରିକେଟ ବ୍ୟାଟ୍‌ ଛାଡି ଏବେ ରୋଷେଇ ଘରେ ଖାଦ୍ୟ ପ୍ରସ୍ତୁତ କରିବା...

ଆଜି ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍‌ ସେମିଫାଇନାଲ: ଜାଣନ୍ତୁ କେବେ, କେଉଁଠାରେ ଦେଖିବେ ମ୍ୟାଚ୍‌

କେବଟାଉନ୍‌,୨୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଆଜି ଭାରତ-ଅଷ୍ଟ୍ରେଲିଆ ମୁକାବିଲା ହେବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ କେପଟାଉନରେ ଖେଳାଯିବ।...

ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍‌. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ...

Advertisement
Archives

Model This Week