ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଶାନ୍ତି ନୋବେଲ ପୁରସ୍କାର

ଷ୍ଟକହୋମ୍‌,୧୧।୧୦: ଇଥିଓପିଆ ପ୍ରଧାନମନ୍ତ୍ରୀ ଅବି ଅହମ୍ମଦ ଅଲ୍ଲିଙ୍କୁ ଶାନ୍ତି ପାଇଁ ୨୦୧୯ର ନୋବେଲ ପୁରସ୍କାର ଦିଆଯାଇଛି। ଇଥିଓପିଆର ଚୀର ଶତ୍ରୁ ଇରିଟ୍ରିଆ ସହ ଚାଲିଥିବା ସଂଘର୍ଷର ସରଳ ସମାଧାନ କରିଥିବାରୁ ତାଙ୍କୁ ଏହି ଶାନ୍ତି ପୁରସ୍କାର ଦିଆଯାଇଛି। ଚୟନକର୍ତ୍ତାଙ୍କ ମତଥିଲା ଅବି ଶାନ୍ତି ଓ ଅନ୍ତରାଷ୍ଟ୍ରୀୟ ସହଯୋଗ ପାଇଁ ଯେଉଁ ପ୍ରୟାସ କରିଥିଲେ ବିଶେଷ କରି ତାଙ୍କ ପଡୋଶୀ ଦେଶ ଇରିଟ୍ରିଆର ସୀମାରେ ଚାଲିଥିବା ସଂଘର୍ଷକୁ ନେଇ ସେ ଯେଉଁ ନିର୍ଣ୍ଣୟ ନେଇଥିଲେ ସେଥିପାଇଁ ତାଙ୍କୁ ଶାନ୍ତି ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଛି। ସୂଚନାଯୋଗ୍ୟ, ଶାସନ କ୍ଷମତାକୁ ଆସିବା ପରେ ଅବି ମହିଳାମାନଙ୍କୁ ରାଜନୀତିରେ ପ୍ରବେଶ କରିବାକୁ ଉତ୍ସାହିତ କରିଥିଲେ। ତାଙ୍କ ସରକାର ସମୟରେ ୨୦ ମନ୍ତ୍ରୀ ପଦ ମଧ୍ୟରୁ ଅଧା ଥିଲେ ମହିଳା। ଯେଉଁଥିରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଭାବେ ପ୍ରଥମଥର ସେ ଜଣେ ମହିଳାଙ୍କୁ ଦାୟିତ୍ୱ ଦେଇଥିଲେ। ସେ ଯେତେବେଳେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ବହନ କଲେ ସେତେବେଳେ ସେ ସ୍ପଷ୍ଟ କରିଥିଲେ କି ପ୍ରଥମେ ସେ ଇରିଟ୍ରିଆ ସହ ଶାନ୍ତି କଥାବର୍ତ୍ତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ

ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri