Posted inଜାତୀୟ

ଇଦ୍‌ ଅବସରରେ ସୀମାରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେଲେ ଭାରତୀୟ ସେନା

ଅମୃତସର,୫।୬: ପଞ୍ଜାବ ଅମୃତଶରର ଅଟାରୀ ଓ୍ବାଘା ସୀମାରେ ଭାରତୀୟ ସେନା ଇଦ୍‌ ଅବସରରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି। ସାରା ବିଶ୍ୱରେ ଇଦ୍‌ ପର୍ବ ପାଳିତ ହେଉଥିବା ବେଳେ ସୀମାରେ ମଧ୍ୟ ଭାଇଚାରାର ସମ୍ପର୍କ ଦେଖିବାକୁ ମିଳିଛି। ବୁଧବାର ସକାଳେ ମୁସମାଲମାନ ସମ୍ପ୍ରଦାୟର ଲୋକେ ମସ୍‌ଜିଦ୍‌ ଯାଇ ନମାଜ ପଢ଼ିବା ସହ ପରସ୍ପରକୁ ଆଲିଙ୍ଗନ କରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ନିର୍ବାଚନ ପାଇଁ ଆଜିଠାରୁ ପ୍ରଚାର ଆରମ୍ଭ କରିବ ଏଏପି

ନୂଆଦିଲ୍ଲୀ,୨ ।୪: ପଞ୍ଜାବ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ...

ନାଁ ପଚାରି ରାହୁଲଙ୍କୁ ମାରିଥିଲେ

ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ସୁରକ୍ଷା...

ନବ ନିର୍ବାଚିତ ଏମ୍‌ପିଙ୍କୁ ଟିପ୍ସ ଦେଲେ ସୋନିଆ, ରାହୁଲ

ନୂଆଦିଲ୍ଲୀ,୯।୭: କଂଗ୍ରେସର ନବ ନିର୍ବାଚିତ ଏମ୍‌ପିଙ୍କୁ ସଂସଦୀୟ କାର୍ଯ୍ୟକାରିଣୀ ଓ ସଂସଦରେ ଭାଗନେବାକୁ ନେଇ ଗ୍ରୁମିଙ୍ଗ କ୍ଲାସ ନେଇଛନ୍ତି ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ...

ବିବାଦରେ ବିପ୍ଳବ ଦେବ

ଅଗରତାଲା,୨୭ ।୯: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ବିବାଦରେ ଛନ୍ଦି ହୋଇ ପଡିଛନ୍ତି । ଏଥର ସେ ନ୍ୟାୟପାଳିକାକୁ ଚ୍ୟାଲେଞ୍ଜ କରିଛନ୍ତି । ଏହାର...

ଇଲୋକ୍ଟ୍ରନିକ୍ସ୍‌ ମିଡ଼ିଆ ଉପରେ ସରକାରଙ୍କର କାହିଁକି ନାହିଁ ନିୟନ୍ତ୍ରଣ: ପ୍ରଶ୍ନ କଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ, ୧୦।୯: ଇଲୋକ୍ଟ୍ରିନିକ୍ସ୍‌ ମିଡ଼ିଆ ଏବଂ ଟେଲିଭିଜନ ଉପରେ କାହିଁକି ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ବମ୍ବେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି। ବଲିଉଡ୍‌ ଅଭିନେତା...

ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ

ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ...

ଥମୁନି ଦାଦନ ଦୁଃଖ: ସଡ଼କ ଦୁର୍ଘଟଣାରେ ୨୪ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଔରୟା,୧୬।୫: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲକ୍‌ଡାଉନ ୩.୦ର ଅବଧି ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଏପଟେ...

ଭାଜପାରେ ସାମିଲ ହେଲେ ହାର୍ଦ୍ଦିକ ପଟେଲ

ଅହମଦାବାଦ,୨।୬: ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ ଗୁରୁବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ସେ ଅହମଦାବାଦରେ ଥିବା ଭାଜପା ମୁଖ୍ୟାଳୟରେ ରାଜ୍ୟର ଭାଜପା...

Advertisement
Archives

Model This Week