Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ ଉଦ୍ଦେଶ୍ୟରେ ଏକ ଗୀତ ଲେଖି ଏହାକୁ ଟୁଇଟ୍‌ କରିଛନ୍ତି। ଏହା ସହିତ ପ୍ରିୟଙ୍କା ଇନ୍ଦିରାଙ୍କ ସହିତ ନିଜର ପିଲାବେଳର ଏକ କଳାଧଳା ଫଟୋ ଶେୟାର କରିଛନ୍ତି। ସେ ଇନ୍ଦିରାଙ୍କୁ ଅପରାଜେୟ ବ୍ୟକ୍ତିତ୍ୱ ଭାବେ ବର୍ଣ୍ଣନା କରିଛନ୍ତି। ପ୍ରିୟଙ୍କାଙ୍କ ଏହି ଗୀତକୁ ଅନେକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି...

ମୋଦି-ଶାହଙ୍କ ନୀତି ଯୋଗୁ ବଢୁଛି ବେକାରଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ,୮।୧: ବୁଧବାର ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନବିରୋଧ ଏବଂ ଆର୍ଥିକ ନୀତି ବିରୋଧରେ ୧୩ ଦଫା ଦାବି ନେଇ ଭାରତ...

ହାତୀ ଉପରେ ଯୋଗ କରୁଥିବା ବେଳେ ଖସି ପଡ଼ିଲେ ରାମଦେବ

ମଥୁରା, ୧୩।୧୦:  ଯୋଗଗୁରୁ ରାମଦେବଙ୍କ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ରାମଦେବ ହାତୀ ଉପରେ ବସି ଯୋଗ କରୁଥିବାବେଳେ...

କରୋନାରେ କେନ୍ଦ୍ରମନ୍ତ୍ରୀଙ୍କ ଭାଇଙ୍କର ପରଲୋକ

ଲକ୍ଷ୍ନୌ,୧୮।୫: ଉତ୍ତରପ୍ରଦେଶ ମୁଜଫରପୁରନଗରର ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବଲିଆନଙ୍କ ଭାଇ ଜିତେନ୍ଦ୍ର ବଲିଆନଙ୍କ କରୋନାରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ...

‘୨୮ ଦିନରେ କୋଭିଶିଲ୍ଡ ଦ୍ୱିତୀୟ ଡୋଜ୍‌ ଦିଅ’

ପୁଣେ, ୭।୯: କେରଳରେ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଥିବା ବେଳେ ୧୨ ସପ୍ତାହ ପରିବର୍ତ୍ତେ ୪ ସପ୍ତାହ ପରେ କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍‌ ଦେବା ପାଇଁ...

ବଳାତ୍କାର ସମୟରେ ପୀଡ଼ିତାଙ୍କର ବିରୋଧ ନ କରିବା ସହମତି ନୁହେଁ, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ବଳାତ୍କାର ମାମଲାରେ ପୀଡ଼ିତା ବିରୋଧ କରି ନ ଥିଲେ ବି ଏହାକୁ ବଳାତ୍କାର ଭାବେ ଗ୍ରହଣ କରାଯିବ। ସେ ଏହାର ବିରୋଧ ନ...

ଉଦ୍ଧବ ହେବେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିର ଡ୍ରାମା ଏବେ ନୂଆ ମୋଡ ନେଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ...

ବନ୍ଦ ହେବ କେଦାରନାଥଙ୍କ ଦର୍ଶନ

ଡେରାଡୁନ,୬ ।୧୧: ଉତ୍ତରାଖଣ୍ଡର ୪ ଧାମ ମଧ୍ୟରୁ କେଦାରନାଥ ଓ ଯମୁନୋତ୍ରୀ ଧାମକୁ ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ କରି ଦିଆଯିବ । ଶୀତଦିନ ପାଇଁ...

Advertisement


Archives

Model This Week