Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି: ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ଶାହ-ସୋନିଆ-ମନମୋହନ

ନୂଆଦିଲ୍ଲୀ,୩୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୫ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଟୁଇଟ୍‌ କରି ଇନ୍ଦିରାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମେଜର ଧାନଚାନ୍ଦ ଷ୍ଟାଡିୟମ୍‌ରେ ଇନ୍ଦିରାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, ୧୯୮୪ ଅକ୍ଟୋବର ୩୧ରେ ଇନ୍ଦିରାଙ୍କ ଦେହରକ୍ଷୀ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ...

ଗୁଡ଼ିରେ ମୋଦି-ଶାହା ଯୋଡି

ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ...

ନାଗରିକତା ବିବାଦ: ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ଲାଗିପାରେ ରୋକ !

ନୂଆଦିଲ୍ଲୀ,୨।୫: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ନାଗରିକତା ବିବାଦ ଯୋଗୁ ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଯିବାର...

ଦିଲ୍ଲୀରେ ବଢୁଛି କରୋନା ମୃତକଙ୍କ ସଂଖ୍ୟା: ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ ଦେଖାଦେଇଛି।...

ନିର୍ବାଚନରେ ହାରିବା ପରେ ଟ୍ୟୁବଓ୍ବେଲ ଭାଙ୍ଗୁଛନ୍ତି ଟିଏମ୍‌ସି କର୍ମୀ: ଭାଜପା

କୋଲକାତା,୩୦।୫: ପଶ୍ଚିମବଙ୍ଗରେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ର ପରାଜୟ ପରେ ବହୁ ନେତା ଟିଏମ୍‌ସି ଛାଡି ଭାଜପାରେ ଯୋଗ ଦେବା ପରେ ଏହା ଦଳ ପାଇଁ ଶକ୍ତ ଧକ୍କା...

ଘରେ ରହି କାମ କଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୧।୭: କରୋନା ସ୍ଥିତି ବେଳକୁ ବେଳ ଖରାପ ହୋଇ ଚାଲିଥିବା ବେଳେ ଏବେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘରେ ହି ଁକାମ କରିବେ ବୋଲି...

ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ

ନୂଆଦିଲ୍ଲୀ,୧୫ା୨(ପି.ଟି.): ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ଅଟକ ରଖାଯାଇଥିବାରୁ ତାଙ୍କ ଭଉଣୀ ସାରା...

ଚିଫ୍‌ ଅଫ ଷ୍ଟାଫ୍‌ କମିଟି ମୁଖ୍ୟ ହେଲେ ବିପିନ ରାୱତ

ନୂଆଦିଲ୍ଲୀ,୨୭।୯: ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାୱତ ଶୁକ୍ରବାର ଚିଫ୍‌ ଅଫ ଷ୍ଟାଫ୍‌ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି। ପୂର୍ବରୁ ଏହି ପଦରେ ବାୟୁସେନା ମୁଖ୍ୟ...


Coronavirus Update

Archives

Model This Week

Why Dharitri