Posted inଜାତୀୟ

ଇନ୍ଦୋରରେ ଅନର୍‌କିଲିଂ:ଭଉଣୀଙ୍କୁ ଗୁଳିକଲେ ସାନଭାଇ

ଇନ୍ଦୋର,୨୩ା୬(ପି.ଟି.): ମଧ୍ୟପ୍ରଦେଶର ଇନ୍ଦୋରରେ ଶନିବାର ଏକ ଅନରକିଲିଂ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ଜାତିରେ ବିବାହ କରିଥିବା ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାନଭାଇ ଗୁଳିକରି ହତ୍ୟା କରିଛନ୍ତି। ବୁଲ୍‌ବୁଲ୍‌ ନାମ୍ନୀ ଯୁବତୀ ଜଣକ ପରିବାରର ବିରୋଧ ସତ୍ତ୍ୱେ ୬ ମାସ ତଳେ ରାଓ୍ବଡ୍‌ ଗ୍ରାମର କୁଳଦୀପଙ୍କୁ ବିବାହ କରିଥିଲେ। ବିବାହ ପରେ ସେମାନେ ବୁଲବୁଲଙ୍କ ଗାଁକୁ ପ୍ରଥମଥର ପାଇଁ ଆସିଥିଲେ। ବୁଲ୍‌ବୁଲ୍‌ଙ୍କ ନାବାଳକ ଭାଇ ତାଙ୍କୁ ଗୁଳିକରି ହତ୍ୟା କରିବା ପରେ ବେଟ୍‌ମା ଥାନାରେ ଆମତ୍ସମର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ...

‘୩୭୦ ଉଚ୍ଛେଦ ସପକ୍ଷରେ ଅଧିକାଂଶ କଶ୍ମୀରୀ’

ନୂଆଦିଲ୍ଲୀ, ୮ା୯(ପି.ଟି.): ଜମ୍ମୁ-କଶ୍ମୀରର ଅଧିକାଂଶ ଲୋକ ୩୭୦ ଧାରା ଉଚ୍ଛେଦକୁ ସମର୍ଥନ କରୁଛନ୍ତି ବୋଲି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ ଶନିବାର ପ୍ରକାଶ କରିଛନ୍ତି।...

ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଯବାବ ଦେଲେ ଭାରତୀୟ ସେନା

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟରୁ ଗୁରୁବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ପରେ ଏହାର କଡ଼ା ଯବାବ ଦେଇଛି ଭାରତୀୟ ସେନା। ବୁଧବାର ରାତିରେ...

କୃତ୍ରିମ ହାର୍ଟ ଲଗାଇବାର ବର୍ଷକ ପରେ କାମ କଲା ପ୍ରାକୃତିକ ହାର୍ଟ

ନୂଆଦିଲ୍ଲୀ,୧୧।୭: କୃତ୍ରିମ ହାର୍ଟ ଲାଗିବାର ବର୍ଷକ ପରେ ପୁଣିଥରେ ରୋଗୀଣା ହାର୍ଟ କାମ କରିବା ଘଟଣା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣା ଘଟିଛି...

ନୀତୀଶଙ୍କୁ ଟାର୍ଗେଟ କଲେ ତେଜସ୍ବୀ

ପାଟନା,୨୪।୬: ଆଗକୁ ନିର୍ବାଚନ ଥିବା ବେଳେ ମଙ୍ଗଳବାର ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ରୁ ୫ ଏମ୍‌ଏଲ୍‌ସି ନେତା ଦଳ ଛାଡିବା ଘଟଣା...

ଚାଲାଣ କାଟିବାରୁ ଥାନାର ବିଜୁଳି କାଟିଦେଲେ ଜେଇ

ମିରଟ,୨୦।୯: ଉତ୍ତର ପ୍ରଦେଶର ମିରଟରେ ଜଣେ ଜେଇ ଥାନାର ବିଜୁଳି କାଟିଦେବା ଖବର ଏବେ ଆସିଛି ଚର୍ଚ୍ଚାକୁ। ଜେଇ ସୋମପ୍ରକାଶ ଗର୍ଗ ବିନା ହେଲମେଟ୍‌ରେ ଗାଡ଼ି...

ହାଜତରେ ବାପ-ପୁଅଙ୍କ ମୃତ୍ୟୁ

ତୁତିକୋରିନ୍‌ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍‌ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍‌ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ...

୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା ଲାଗି ପ୍ରସ୍ତୁତ ଦିଲ୍ଲୀ: କେଜରିଓ୍ବାଲ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦିଲ୍ଲୀରେ ୩୦ ହଜାର କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରିବ ବୋଲି ମଙ୍ଗଳବାର...

Coronavirus Update


Archives

Model This Week

Why Dharitri