ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ ଅଧିକ: ଶିବରାଜ

ଇନ୍ଦୋର,୮।୬: ମଧ୍ୟ ପ୍ରଦେଶର ଇନ୍ଦୋର ଜିଲାରେ କରୋନା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଏକ ବୈଠକର ଆୟୋଜନ କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଇନ୍ଦୋରରେ କରୋନା ସୁସ୍ଥ ହାର ୬୪ ପ୍ରତିଶତରୁ ଅଧିକ ରହିଛି ତେଣୁ ସ୍ଥିତି ଆୟତରେ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା କରୋନା ଯୋଦ୍ଧାଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିଲେ। କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରିଥିବା ବେଳେ ରାଜ୍ୟ ସରକାର ୫୦ଲକ୍ଷ ଟଙ୍କା କରୋନା ଯୋଦ୍ଧାଙ୍କ ପରିବାରକୁ ଦେବାକୁ ଚିନ୍ତା କରିଛନ୍ତି। ଏହାସହ ଆବଶ୍ୟକ ସ୍ଥଳରେ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଯୋଗାଇ ଦେବେ ବୋଲି ମଧ୍ୟ କହିଛନ୍ତି ଶିବରାଜ। ସୂଚନାଯୋଗ୍ୟ, ଏବେ ମଧ୍ୟ ପ୍ରଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୪୦୧ ଥିବା ବେଳେ ଏମାନଙ୍କ ମଧ୍ୟରୁ ୨,୬୫୮ ଜଣଙ୍କର ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଂସା ଲାଗି ଭାଜପାକୁ ଦୋଷଦେଲେ ମମତା

କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ...

ଓଡ଼ିଶାରେ ୪୫ହଜାର ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୭୩୪, କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୭୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୫୯ ଲୋକାଲ କେସ୍‌ ରହିଛି। ତେବେ ନୂଆ...

କରୋନା ପାଇଁ ପ୍ରଥମ ଆୟୁର୍ବେଦିକ ଔଷଧ ପ୍ରସ୍ତୁତ: ଘୋଷଣା କରିବ ପତଞ୍ଜଳି

ନୂଆଦିଲ୍ଲୀ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଏହାର ଚିକିତ୍ସା ବା ମୁକାବିଲା ଲାଗି ସମସ୍ତ ଦେଶ ନିଜ...

ଆତଙ୍କବାଦୀ ଆକ୍ରମଣ ଆଶଙ୍କା: କର୍ନାଟକରେ କଡ଼ା ସୁରକ୍ଷା

ବେଙ୍ଗାଲୁରୁ,୧୮ା୮(ପି.ଟି.): ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ ଆତଙ୍କବାଦୀ ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା ସୂଚନା ମିଳିବା ପରେ ସେଠାର ବୃହତ୍‌ ସହରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା...

ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ...

ଶିବଙ୍କ ରାଜ୍ୟରେ ସିନ୍ଧିଆ ସରକାର: ନୂଆ ଟିମ୍‌ରେ ସିନ୍ଧିଆ ଗୋଷ୍ଠୀର ୯ ମନ୍ତ୍ରୀ

ଭୋପାଳ, ୨।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହୋଇଛି। ୨୮ ଜଣ ନୂଆମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୭...

୫ ଜୁଲାଇରେ ଚନ୍ଦ୍ରଗ୍ରହଣ

ନୂଆଦିଲ୍ଲୀ, ୨୭।୬: ଜୁଲାଇ ୫ରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହି ଉପଛାୟା ଚନ୍ଦ୍ରଗ୍ରହଣ ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ୟୁରୋପ ଏବଂ ଆଫ୍ରିକାର କେତେକ ଅଞ୍ଚଳରେ...

ପାକିସ୍ତାନ ବିଛାଇଛି କୁହୁକ ଜାଲ

ନୂଆଦିଲ୍ଲୀ,୨୦-୯(ଆଇଏଏନ୍‌ଏସ୍‌):ପାକିସ୍ତାନର ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ପକ୍ଷରୁ ଚାଲିଥିବା ଏକ ‘କଲ୍‌ ସେଣ୍ଟର’ର ପର୍ଦ୍ଦାଫାଶ କରିବାରେ ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକୁ ବଡ଼ ସଫଳତା ମିଳିଛି। ଏହି କଲ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *