Posted inଜାତୀୟ

ଇନ୍ଦ୍ରମଣି ବୋରାଙ୍କ ପରଲୋକ

ଗୁଆହାଟୀ,୨୮।୧୨: ଆସାମ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଅଧ୍ୟକ୍ଷ ଇନ୍ଦ୍ରମଣି ବୋରାଙ୍କର ପରଲୋକ ହୋଇଛି। ଗୁଆହାଟୀର ଉଜନ ବଜାରରେ ଥିବା ତାଙ୍କ ନିଜ ଘରେ ଶନିବାର ୮୧ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଯୋଗୁ ତାଙ୍କର ପରଲୋକ ହୋଇଥିବା କୁହାଯାଉଛି। ସେ ରାଜ୍ୟ ସଭାର ଏମ୍‌ପି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୭ରେ ସେ ସକ୍ରିୟ ରାଜନୀତିରୁ ଅବସର ନେବାପରେ ତ୍ରୁଣମୂଳ ସ୍ତରରେ ଦଳୀୟ କର୍ମକର୍ତ୍ତାଙ୍କ ସହ କାମ କରୁଥିଲେ। ଆସାମ ଭାଜପାର ଅଧ୍ୟକ୍ଷ ଭାବେ ସେ ୨୦୦୩ରେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ବେଳେ ପ୍ରିୟଙ୍କାଙ୍କ କାର୍‌କୁ ଘେରିଲେ ଭାଜପା କର୍ମୀ

ନୂଆଦିଲ୍ଲୀ,୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ୪ ଦିନ ବାକି ଥିବା ବେଳେ ଶାସକ ଭାଜପା ସହ ବିରୋଧୀ ସମାଜବାଦୀ ପାର୍ଟି ଓ କଂଗ୍ରେସ ପକ୍ଷରୁ ଜୋରଦାର...

ମୁମ୍ବାଇରେ ପୁଣି ବଢିଲା କରୋନା ସଂକ୍ରମଣ

ମୁମ୍ବାଇ,୧।୬: ମୁମ୍ବାଇରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ଫେବୃଆରୀ ୧...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ...

ହସ୍ପିଟାଲ ବେଡ୍‌ ପାଇଁ ରୋଗୀଙ୍କୁ ହତ୍ୟା

ଶାହଜାହାନପୁର,୧୧।୪: ଉତ୍ତରପ୍ରଦେଶର ଶାହଜାହାନପୁର ଜିଲା ହସ୍ପିଟାଲରେ ଶଯ୍ୟାକୁ ନେଇ ବିବାଦ ପରେ ଜଣେ ରୋଗୀ ଅନ୍ୟ ଜଣଙ୍କୁ ହତ୍ୟା କରିଛନ୍ତି। ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା...

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ...

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି...

ଦିଲ୍ଲୀରେ କରୋନା ଆତଙ୍କ: ନୋଏଡ଼ା ସୀମାରେ ର଼୍ୟାଣ୍ଡମ୍‌ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ନୋଏଡ଼ା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ନୋଏଡ଼ା...

Advertisement
Archives

Model This Week