ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟା ସୁଦ୍ଧା ୬୪୦.୦୬ ମିଟର: ୨ଟି ଗେଟ୍‌ ଖୋଲା

ତେନ୍ତୁଳିଖୁଣ୍ଟି,୧୦।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟାସୁଦ୍ଧା ୬୪୦.୦୬ ରହିଛି। ବର୍ତ୍ତମାନ ୨ ଓ ୬ ନଂ.ଗେଟ୍‌ ଦେଢ଼ ମିଟର ଲେଖାଏ ଖୋଲାରହିଛି। ମୁଖୀଗୁଡ଼ା ପାଓ୍ବାର ହାଉସ୍‌ରେ ୩ଟି ଟର୍‌ବାଇନ୍‌ ଚାଲୁରହିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡ୍‌ରେ ୫୮୧.୫୩ ଘନମିଟର ଜଳ ପ୍ରବେଶ କରୁଛି। ବିଦ୍ୟୁତ୍‌ ଉତ୍ପାଦନ ପରେ ୬୪୦.୫୨୮ ଘନମିଟର ଜଳ ନିଷ୍କାସିତ ହେଉଛି। ଉପରମୁଣ୍ଡରେ ବର୍ଷା ନାହିଁ। ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ କର୍ତ୍ତୃପକ୍ଷ ଘଣ୍ଟାକୁ ଘଣ୍ଟା ଜଳଭଣ୍ଡାରର ଜଳପତ୍ତନ ଉପରେ ନଜର ରଖିଛନ୍ତି। ଜଳଭଣ୍ଡାରର ଜଳ ପତ୍ତନରେ ସ୍ଥିରତା ଆଣିବା ତଥା ତଳମୁଣ୍ଡ ବାସିନ୍ଦାଙ୍କୁ ବନ୍ୟା ବିତ୍ପତ୍ତିରୁ ରକ୍ଷା କରିବା ପାଇଁ ମୁଖୀଗୁଡ଼ା କର୍ତ୍ତୃପକ୍ଷ ରାତିରେ ୪ଟି ଯାକ ଟର୍‌ବାଇନ୍‌ ଚାଲୁ କରି ବିଦ୍ୟୁତ ଆବଶ୍ୟକତା ପୂରଣ ଦିଗରେ ମଧ୍ୟ ପ୍ରୟାସ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri