Posted inଜାତୀୟ

ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳକୁ ସ୍ବଚ୍ଛ ରଖିବେ ସିଆର୍‌ପିଏଫ୍‌ ଯବାନ

ରାୟପୁର,୧୬।୧୨: ଛତିଶଗଡ଼ରେ ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳଙ୍କୁ ସ୍ବଚ୍ଛ ରଖିବା ପାଇଁ ସିଆର୍‌ପିଏଫ୍‌ ଯବାନ ଅଣ୍ଟା ଭିଡ଼ିଛନ୍ତି। ସିଆର୍‌ପିଏଫ୍‌ ୧୯୫ ବାଟାଲିୟନ୍‌ର ଯବାନ ଏହି ଅଞ୍ଚଳକୁ ପ୍ଲାଷ୍ଟିକ୍‌ ମୁକ୍ତ ରଖିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରୁଛନ୍ତି। ସ୍ଥାନୀୟ ବାରସୁର ସ୍ଥିତ କ୍ୟାମ୍ପ୍‌ର ଆଖପାଖ ଅଞ୍ଚଳରେ ଯବାନମାନେ ନିୟମିତ ସଫେଇ କାର୍ଯ୍ୟ କରିବେ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କୁ ସ୍ବଚ୍ଛତା ସମ୍ପର୍କରେ ସଚେତନ କରାଇବା ସହିତ ପରିବେଶ ସଂରକ୍ଷଣ ପ୍ରତି ସିଆର୍‌ପିଏଫ୍‌ ଯବାନମାନଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସହାୟତା ମାଗିଲେ ୧୦ ଦେଶ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ...

ସମସ୍ତଙ୍କୁ କରୋନା ଟିକା ମାଗଣା ଦେବାକୁ ମୋଦିଙ୍କୁ ପତ୍ର ଲେଖିଲେ ସିଦ୍ଧରମୈୟା

ବେଙ୍ଗାଲୁରୁ,୫ ।୩: କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି । ଏଥିରେ ସେ ସମସ୍ତ...

୩୫ ବର୍ଷ ହେବ ଏଠାରେ ଚାଲିଛି ଅଖଣ୍ଡ ରାମନାମ ସଂକୀର୍ତ୍ତନ

ରାମ ମନ୍ଦିର ନିର୍ମାଣ ପାଇଁ ଅନେକ ସନ୍ଥ ଏବଂ ପୁରୁଷଙ୍କ ଯୋଗଦାନ ରହିଛି। ରାମ ମନ୍ଦିର ନିର୍ମାଣର ଶୁଭ ସମୟରେ ସେମାନଙ୍କ ଅବଦାନକୁ ମନେ ପକାିବା...

ଫାରୁଖ ଅବଦୁଲ୍ଲା କରୋନା ସଂକ୍ରମିତ: ପୂରା ପରିବାର ଏବେ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୩୦।୩: ନ୍ୟାଶ୍‌ନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ପୁଅ ଓମାର ଅବଦୁଲ୍ଲା ଟୁଇଟ କରି ଏ ବିଷୟରେ ସୂଚନା ଦେଇଛନ୍ତି।...

ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ

ଓ୍ବାଶିଂଟନ୍‌,୨୦।୫(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍‌ନାଲ ସ୍ପେସ୍‌ ଷ୍ଟେଶନ୍‌...

କିଏ ଛୁଇଁବ କୁହୁକ ସଂଖ୍ୟା ୧୨୨

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହେବ। ରାଜ୍ୟର ମୋଟ ୨୪୩ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ଲାଗି...

ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର

ମୁମ୍ବାଇ,୧୪।୩: କରୋନା ଭାଇରସ୍‌ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ...

ଅର୍ଣ୍ଣବଙ୍କୁ ମିଳିବ କି ଜାମିନ, ସୁପ୍ରିମକୋର୍ଟରେ ଚାଲିଛି ଶୁଣାଣି

ନୂୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟ ବୁଧବାର ରିପ୍ଲବିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କ ଦ୍ୱାରା ମୁମ୍ବାଇ ହାଇକୋର୍ଟଙ୍କ ୯ ନଭେମ୍ବର ଆଦେଶକୁ ଚ୍ୟାଲେଞ୍ଜ କରି ଏକ ଆବେଦନ...

BGU
Play 250+ Trending Games
Archives

Model This Week

Why Dharitri