ଇନ୍‌ଷ୍ଟାଗ୍ରାମରେ ସମସ୍ତଙ୍କୁ ଅନ୍‌ଫୋଲୋ କଲେ ଅପୂର୍ବା, ଜାଣନ୍ତୁ କାହିଁକି…

ମୁମ୍ବାଇ,୨୦।୨: ୟୁଟ୍ୟୁବ୍‌ ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ରେ ବିଭିନ୍ନ ଅଶ୍ଳୀଳ ମନ୍ତବ୍ୟ ଦେଇ ପୋଲିସ ସ୍କାନରରେ ଥିବା ସୋସିଆଲ ମିଡ଼ିଆ ଇନ୍‌ଫ୍ଲୁଏନ୍ସର ଅପୂର୍ବା ମୁଖିଜା ଗୁରୁବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ସମସ୍ତଙ୍କୁ ଅନ୍‌ଫୋଲୋ କରିଦେଇଛନ୍ତି। ଅପୂର୍ବା ସୋସିଆଲ ମିଡିଆରେ ‘ଦି ରେବଲ କିଡ୍‌’ ନାମରେ ପରିଚିତ। ତାଙ୍କର ଇନ୍‌ଷ୍ଟାଗ୍ରାମରେ ୨.୯ ମିଲିୟନ ଫଲୋଅର୍ସ ରହିଛନ୍ତି।

ଅପୂର୍ବା ପୋଷ୍ଟ କରୁଥିବା ପ୍ରତି ଭିଡିଓକୁ ଲକ୍ଷାଧିକ ଲୋକ ଦେଖିଥାନ୍ତି। ତେବେ ସମସ୍ତଙ୍କୁ ଅନ୍‌ଫୋଲୋ କରିବା ପୂର୍ବରୁ ସେ ୧୫୦୦ ଜଣଙ୍କୁ ଫୋଲୋ କରିଥିବା ନେଇ ସୋସିଆଲ ମିଡିଆରେ କେତେଜଣ ୟୁଜର୍ସ ଦାବି କରିଛନ୍ତି। ସେହିପରି ଆସନ୍ତା ମାସ ୮ ଏବଂ ୯ ତାରିଖରେ ରାଜସ୍ଥାନର ରାଜଧାନୀ ଜୟପୁରରେ ହେବାକୁ ଥିବା ଇଣ୍ଟରନ୍ୟାଶ୍‌ନାଲ ଇଣ୍ଡିଆନ ଫିଲ୍ମ ଏକାଡେମୀ ଆଓ୍ବାଡର୍‌ସ (ଆଇଆଇଏଫ୍‌ଏ) ୨୦୨୫ର ପ୍ରମୋଟରମାନଙ୍କ ତାଲିକାରୁ ମଧ୍ୟ ଅପୂର୍ବାଙ୍କର ନାମକୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri