ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ବ୍ରହ୍ମପୁର ଅଫିସ, ୨୭।୮: ବ୍ରହ୍ମପୁର ପୋଲିସ ଜିଲା ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି । ଜିଲା ମୁଖ୍ୟାଳୟ ଚିଠି ନମ୍ବର ୧୬୯୪ ଅନୁଯାୟୀ ମୋଟ ୮ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି । ଜିଲା ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଇନ୍ସପେକ୍ଟର ସୁରେଶ କୁମାର ତ୍ରିପାଠୀଙ୍କୁ ଟାଉନ ଥାନା ଅଧିକାରୀଭାବେ ବଦଳି କରାଯାଇଥିବା ବେଳେ ଟାଉନ ଥାନା ଅଧିକାରୀ ସନ୍ତୋଷିନୀ ଓରାମଙ୍କୁ ସଦର ଥାନାକୁ ବଦଳି କରାଯାଇଛି। ଜିଲା ପୋଲିସ ମୁଖ୍ୟାଳୟରେ ଥିବା ଦେବାଶିଷ ମହାନ୍ତିଙ୍କୁ ଟ୍ରାଫିକ ଥାନାକୁ ବଦଳି କରାଯାଇଛି। ସେହିପରି ଟ୍ରାଫିକ ଥାନାଧିକାରୀ ଥିବା ସୁମନ୍ତ କିଷାନଙ୍କୁ ବୈଦ୍ୟନାଥପୁର ଥାନା ଅତିରିକ୍ତ ଥାନାଧିକାରୀ ଭାବେ, ପୋଲିସ ମୁଖ୍ୟାଳୟରେ ଥିବା ଉଦୟନାଥ ସେଠୀଙ୍କୁ ବିଦ୍ୟତ ଥାନା, ମେରାଇନ ଥାନା ଇନ୍ସପେକ୍ଟର ଥିବା ବସନ୍ତ ସେଠୀଙ୍କୁ ଦିଗପହଣ୍ଡି ଥାନା, ଦିଗପହଣ୍ଡିରେ ଥିବା ଇନ୍ସପେକ୍ଟର ଗୌରାଙ୍ଗ ସାହୁଙ୍କୁ ମେରାଇନ ଥାନା ଓ ସଦର ଥାନାରେ ଥିବା ଇନ୍ସପେକ୍ଟର ଭାବନାନନ୍ଦ ପ୍ରଧାନଙ୍କୁ ଏଚଆରପିସିକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri