ଇନ୍‌ସୁଲିନ ସ୍ତରକୁ ନିୟନ୍ତ୍ରଣରେ ରଖେ କାକୁଡ଼ି

କାକୁଡ଼ିରେ ରହିଛି ଫାଇବର ଓ ପୋଟାସିୟମ। ଏହାକୁ ନିୟମିତି ଖାଇଲେ ସବୁ ପ୍ରକାର କିଡ୍‌ନୀ ସମସ୍ୟା ଠିକ୍‌ ହୋଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଛନ୍ତି। ନିକଟରେ ଆମେରିକାର କାଲିଫର୍ନିଆଠାରେ ଥିବା ଆୟୁର୍ବେଦ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ମତ ଦେଇଛି କି କାକୁଡ଼ି କ୍ୟାନସର ଭଳି ମାରାତ୍ମକ ରୋଗକୁ ମଧ୍ୟ ଦୂରେଇ ଦେଇଥାଏ। ବିଶେଷଜ୍ଞଙ୍କ କହିବା କଥା ହେଲା..
– ପେଟ ସମ୍ପନ୍ଧୀୟ ସବୁ ପ୍ରକାର ସମସ୍ୟାକୁ ଠିକ୍‌ କରେ କାକୁଡ଼ି। ଏହାଦ୍ୱାରା କୋଷ୍ଠ କାଠିନ୍ୟ, ଏସିଡିଟି, ଗ୍ୟାସ, ଛାତିପୋଡା ଭଳି ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ବ୍ୟତୀତ କାକୁଡ଼ି ପାଚନତନ୍ତ୍ରକୁ ମଜଭୁତ କରିଥାଏ।
– ନିୟମିତ କାକୁଡ଼ି ଖାଇଲେ ଶରୀରରେ ଜଳୀୟ ଅଂଶ କମ୍‌ ହୋଇ ନ ଥାଏ। ଏହାସହ ଶରୀରରେ ଥିବା ବିଷାକ୍ତ ପଦାର୍ଥ ସହଜରେ ବାହାରି ଯାଇଥାଏ।
– ସୁଗାର ସମସ୍ୟା ବା ଡାଇବେଟିସ୍‌ ଥିଲେ କାକୁଡ଼ି ଖାଇବା ଭଲ। ଏହା ଇନ୍‌ସୁଲିନ ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ। ଫଳରେ ଶରୀରରେ ସୁଗାର ସ୍ତର ମଧ୍ୟ ଆପଣାଛାଏଁ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ରକ୍ତଚାପ ଥିଲେ…

ଆଜିକାଲି ଉଚ୍ଚ ରକ୍ତଚାପ ଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅତ୍ୟଧିକ ଚାପ, କ୍ରୋଧ, ଚିନ୍ତା ଏହି ରୋଗର କାରଣ। ତେବେ ଏସବୁ ସମସ୍ୟାରୁ...

ଶ୍ୱେତପ୍ରଦରର ଉପଚାର

ଶ୍ୱେତପ୍ରଦର ରୋଗ ନାରୀମାନଙ୍କୁ ହୋଇଥାଏ। ଅସାମଞ୍ଜସ୍ୟ ଆହାର, ବିହାର, ଦୂଷିତ ପରିବେଶ, ଅତ୍ୟଧିକ ପରିଶ୍ରମ, ମାସିକ ଋତୁସ୍ରାବ ସମୟରେ ପରିଷ୍କାର ନ ରହିବା ଦ୍ୱାରା ଏହି...

ମିରର୍‌ ଲଗାଇବା ପୂର୍ବରୁ…

ଘରକୁ ସୁନ୍ଦର ଲୁକ୍‌  ଦେବାପାଇଁ ଘରର  ବିଭିନ୍ନ ସ୍ଥାନରେ  ମିରର୍‌ ଲଗାଇବାକୁ ଅନେକେ ଇଚ୍ଛା କରିଥାନ୍ତି। ଆପଣ ଯଦି ଘରେ ଆଇନା ଲଗାଇବାକୁ ଯାଉଛନ୍ତି ତେବେ...

‘ଶିଶୁଙ୍କ ଅତ୍ୟଧିକ କାନ୍ଦ ଆରିଥ୍‌ମିଆ ହୋଇପାରେ’

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଯଦି ଆପଣଙ୍କ ଶିଶୁ ଘଣ୍ଟା ଘଣ୍ଟା ଧରି ଲଗାତର କାନ୍ଦୁଛି, ତେବେ ଏହାକୁ ଅଣଦେଖା କରାଯିବା ଉଚିତ୍‌ ନୁହେଁ। ପିଲା କାନ୍ଦିଲେ ଅଧିକାଂଶ...

ନୀରୋଗ ପାଇଁ ଜୀବନଧାରା

ଆମ ଶରୀରର ସମସ୍ତ କାର୍ଯ୍ୟ ଏକାଦଶ ଇନ୍ଦ୍ରିୟ ଦ୍ୱାରା ପରିଚାଳିତ। ଏହି ଇନ୍ଦ୍ରିୟଗୁଡ଼ିକ ମଧ୍ୟରୁ ପଞ୍ଚ ଜ୍ଞାନେନ୍ଦ୍ରିୟ (ଚକ୍ଷୁ, କର୍ଣ୍ଣ, ନାସା, ଜିହ୍ବା ଓ ତ୍ୱଚା),...

ନିଃସଙ୍ଗତା ଦୂର କରିବ ରୋବୋ

ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ...

ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି?

ଛୋଟବେଳେ ଆପଣ ସାଇକେଲ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆଖାବରା ହୋଇଥିବେ ନିଶ୍ଚୟ। କିମ୍ବା ଗାଡ଼ି ଦୁର୍ଘଟଣାରେ ଖଣ୍ଡିଆ ହୋଇଥିଲେ ଘା’...

ଶୀତଦିନେ ଗୁଡ ଖାଇଲେ ମିଳେ ଏସବୁ ଫାଇଦା

ଶୀତ ଆରମ୍ଭ ହେଲେ ଖାଦ୍ୟରେ ଗୁଡ଼ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହା ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ସାଧାରଣତଃ ଶୀତ ଦିନ...

Advertisement
Archives

Model This Week