ଇପିଏଫ୍‌ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ)ର କେନ୍ଦ୍ରୀୟ ନ୍ୟାସୀ ବୋର୍ଡ ବୈଠକରେ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ଏହି ବୈଠକ ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ସମ୍ପ୍ରତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନରେ ପ୍ରାୟ ୬ କୋଟି ଜମା ଧାରକ ରହିଛନ୍ତି। ଏହାଦ୍ୱାରା ଇପିଏଫ୍‌ ଜମା ଧାରକମାନେ ଲାଭାନ୍ବିତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କାଳୀଙ୍କ ପୂଜା କରି ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବି: ପବନ କୁମାର

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଯୁବକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ପ୍ରସ୍ତୁତି ଚାଲିଛି। ଉତ୍ତର ପ୍ରଦେଶର ମୀରଟ ଜେଲରେ...

କ୍ଷୁଦ୍ର,ମଧ୍ୟମ ବାଣିଜ୍ୟକୁ ଫେସ୍‌ବୁକ ଦେବ ୫୦ ଲକ୍ଷ ଟଙ୍କାର ଋଣ

ନୂଆଦିଲ୍ଲୀ,୨୨।୮: ଯଦି କ୍ଷୁଦ୍ର ଏବଂ ମଧ୍ୟମ ବାଣିଜ୍ୟ ଚଳାଉଛନ୍ତି ଏବଂ ଆପଣଙ୍କୁ ପୁଞ୍ଜିର ଆବଶ୍ୟକତା ରହିଛି ତେବେ ଏହା ପାଇବା ଲାଗି ନୂଆ ବିକଳ୍ପ ଆସିଛି। ଗ୍ଲୋବାଲ...

୧୧ଶହ କର୍ମଚାରୀଙ୍କୁ ଛଟେଇ କରିବ ଜାଗୁଆର୍‌

ଲଣ୍ଡନ,୧୭।୬: ଟାଟା ମୋଟର୍ସ’ର ନିଜସ୍ବ ୟୁନିଟ ଜାଗୁଆର ଲ୍ୟାଣ୍ଡ ରୋଭର(ଜେଏଲ୍‌ଆର) ଇଲଣ୍ଡ ୟୁନିଟରୁ ୧୧ଶହରୁ ଉର୍ଦ୍ଧ୍ୱ ଚୁକ୍ତିବଦ୍ଧ କର୍ମଚାରୀଙ୍କୁ ଛଟେଇ କରିବ। ମଙ୍ଗଳବାର କମ୍ପାନୀର ମୁଖପାତ୍ର...

ହୋଇପାରିଲା ନାହିଁ ଆସ୍ଥା ଭୋଟ: ରାତିସାରା ବିଧାନସଭାରେ ଶୋଇଲେ ବିଧାୟକ

ବେଙ୍ଗାଲୁରୁ,୧୯।୭: ଗୁରୁବାର ଦିନ ଶେଷ ସୁଦ୍ଧା ଟ୍ରଷ୍ଟ ଭୋଟ ସାରିବା ପାଇଁ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ନିର୍ଦ୍ଦେଶକୁ ବାଚସ୍ପତି କେଆର ରମେଶ କୁମାର ନ ମାନିବା...

କରୋନାରୁ ସୁସ୍ଥ ହେବା ପରେ ତିରୁପତିଙ୍କୁ ଚଢ଼ାଇଲେ ସାଢ଼େ ୩ କେଜିର ସୁନା

ଆନ୍ଧ୍ରପ୍ରଦେଶ ତିରୁମାଲାର ପ୍ରସିଦ୍ଧ ତିରୁପତି ବାଲାଜୀ ମନ୍ଦିରକୁ ଫେବୃୟାରୀ ୨୪ରେ ଜଣେ ଭକ୍ତ ୨ କୋଟି ଟଙ୍କାର ଶଙ୍ଖଚକ୍ର ଦାନ କରିଛନ୍ତି। ଭକ୍ତଙ୍କ ମନସ୍କାମନା ପୂର୍ଣ୍ଣ...

କେନ୍ଦ୍ରରେ ଚାଲିଛି ମୋଦି-ଶାହାଙ୍କ ୨ ଜଣିଆ ସରକାର: ରଣଦୀପ୍‌ ସୁରଜେଓ୍ବାଲା

ନୂଆଦିଲ୍ଲୀ, ୨୫।୬: ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ୪୫ ବର୍ଷ ପୂରଣ ଅବସରରେ କଂଗ୍ରେସକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟାର୍ଗେଟ କରିଥିଲେ। କଂଗ୍ରେସ କ୍ଷମତା ହାସଲ...

ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା

ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍‌ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ...

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ,...

Advertisement


Archives

Model This Week