Posted inଜାତୀୟ

ଇବୋବି ସିଂଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୪ା୬: ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓକ୍ରାମ୍‌ ଇବୋବି ସିଂଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ୩୩୨ କୋଟି ଟଙ୍କାର ଏକ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ତାଙ୍କୁ ଜେରା କରିବ। ଏଥିପାଇଁ ଏକ ଟିମ୍‌ ରାଜଧାନୀ ଇମ୍ଫାଲରେ ପହଞ୍ଚତ୍ଛନ୍ତି। ଇବୋବି ସିଂ ମଣିପୁର ଡେଭେଲପ୍‌ମେଣ୍ଟ ସୋସାଇଟି (ଏମ୍‌ଡିଏସ୍‌) ଅଧ୍ୟକ୍ଷ ଥିବାବେଳେ ୨୦୦୯ରୁ ୨୦୧୭ ମଧ୍ୟରେ ୩୩୨ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିଲା। ଗତବର୍ଷ ନଭେମ୍ବର ୨୦ରେ ଭାଜପା ନେତୃତ୍ୱାଧୀନ ମଣିପୁରର ଏନ୍‌. ବୀରେନ ସିଂ ସରକାରଙ୍କ ଅନୁରୋଧ ତଥା କେନ୍ଦ୍ରର ଅନୁମତି କ୍ରମେ ସିବିଆଇ ଏହାର ତଦନ୍ତ ଦାୟିତ୍ୱ ହାତକୁ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ସହମତିରେ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ବେଙ୍ଗାଲୁରୁ, ୧୪ା୩: ଦୀର୍ଘ ୫ ବର୍ଷ ସହମତିରେ ଯୌନ ସମ୍ପର୍କ ରଖିବା ପରେ ଏହାକୁ ଇଚ୍ଛା ବିରୋଧରେ ବୋଲି କୁହାଯାଇପାରିବ ନାହିଁ। କର୍ନାଟକ ହାଇକୋର୍ଟ ଏହା...

ଟିକା ଭୟରେ ଗଛରେ ଚଢ଼ିଲେ…

ପୁଡୁଚେରୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ଟିକାକରଣ ଅଭିଯାନ ଜାରି...

ଆଇଏସ୍‌ଆଇଠାରୁ ଟଙ୍କା ନେଇଛି ଭାଜପା

ଭୋପାଳ,୨ା୯: ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇଠାରୁ ଭାଜପା ଓ ବଜରଙ୍ଗ ଦଳ ଟଙ୍କା ନେଇଥିବା ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ସଭା ସଦସ୍ୟ ଦିଗ୍‌ବିଜୟ...

ଅଗଷ୍ଟ ୮ରେ ପ୍ରଣବ ମୁଖାର୍ଜୀଙ୍କୁ ମିଳିବ ‘ଭାରତ ରତ୍ନ’

ନୂଆଦିଲ୍ଲୀ, ୨୮।୭: ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ବରିଷ୍ଠ ରାଜନେତା ପ୍ରଣବ ମୁଖାର୍ଜୀଙ୍କୁ ଆସନ୍ତା ଅଗଷ୍ଟ ୮ରେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ...

ଉତ୍ତରାଖଣ୍ଡର ଚାମୋଲିରେ ପୁଣି ହିମସ୍ଖଳନ : ରିଷି ଗଙ୍ଗା ନଦୀରେ ବଢ଼ିଲା ଜଳସ୍ତର

ଚାମୋଲି,୨୩।୪: ଭାରତ-ଚାଇନା ସୀମାକୁ ଲାଗିଥିବା ଉତ୍ତରାଖଣ୍ଡର ଚାମୋଲି ଜିଲାର ସୁମନା ଗାଁରେ ପୁଣି ଥରେ ଘଟିଛି ହିମସ୍ଖଳନ। ତେବେ ଏହି ଘଟଣାରେ କୌଣସି ମୃତାହତ ହୋଇଥିବା...

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୧୭।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ...

ଡ୍ରଗ୍ସ୍‌ ଆଇନରେ ପରିବର୍ତ୍ତନ ପାଇଁ ମନ୍ତ୍ରୀଙ୍କ ଦାବି, ଯୁବବର୍ଗଙ୍କୁ ଜେଲ୍‌ ବଦଳରେ ସୁଧାର ଗୃହ ପଠାଯାଉ…

ଲକ୍ଷ୍ନୌ,୨୮।୧୦: ଦେଶରେ ଡ୍ରଗ୍ସ ମାମଲାକୁ ନେଇ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ରାମଦାସ ଆଠୱାଲେ ଏକ ଗୁରୁତ୍ୱପୂର୍ଣ୍ଣ...

୨୦୨୪ ନିର୍ବାଚନ ପୂର୍ବରୁ ପାଓ୍ବାରଙ୍କ ଗୋଟିଚାଳନା

ମୁମ୍ବାଇ,୮।୧:ଏନସିପି ମୁଖ୍ୟ ଶରଦ ପାୱାର ୨୦୨୪ ନିର୍ବାଚନ ପୂର୍ବରୁ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏନସିପି, ଶିବସେନାର ଉଦ୍ଧବ ଠାକରେଙ୍କ ଦଳ ଏବଂ କଂଗ୍ରେସ ୨୦୨୪ରେ...

Advertisement
Archives

Model This Week